ପ୍ରମୂଖ ଖବର
  • ତାମିଲନାଡୁ କପଡ଼ା ଶିଳ୍ପକୁ ଟ୍ରମ୍ପ ଟାରିଫ୍‌ ଝଟକା, ୨୦ ହଜାର ଫ୍ୟାକ୍ଟ୍ରିରେ ୩୦ ଲକ୍ଷ ଛଟେଇ ଆଶଙ୍କା
  • ||
  • ଏସିଆ କପ୍ ପାଇଁ ପାକିସ୍ତାନ ଦଳ ଘୋଷଣା, ବାବର-ରିଜୱାନ ବାଦ୍, ସେପ୍ଟେମ୍ୱର ୯ରୁ ଆରମ୍ଭ ହେବ ଟୁର୍ଣ୍ଣାମେଣ୍ଟ
  • ||
  • ବ୍ରହ୍ମପୁର : MKCG ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍‌ରୁ ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ
  • ||
  • ନାଇଜେରିଆରେ ଭୟଙ୍କର ବୋଟ୍ ଟ୍ରାଜେଡି : ମଝି ନଈରେ ଓଲଟିଲା ବୋଟ୍, ୧୦ ଉଦ୍ଧାର ୪୦ ନିଖୋଜ
  • ||
  • ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ, ସନ୍ଧ୍ୟା ଧୂପ ପରେ ହେବ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି
  • ||
  • ମାଲକାନଗିରିକୁ ରେଡ୍ ଆଲର୍ଟ, ଆଜି ପାଇଁ ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ
  • ||
  • ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
  • ||

ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ

Published By : Harapriya Sethi | August 9, 2025 8:03 AM

ନୂଆପଡା, ୦୯/୦୮: ଜାତୀୟ ରାଜପଥ ୩୫୩ କ୍ରିଷ୍ଣା ଛକ ସ୍ଥିତ ତେତେଲବନ୍ଧ ପାଖରେ ଦୁର୍ଘଟଣା। ଟ୍ରକ୍‌ ଧକ୍କାରେ ଚାଲିଗଲା ମାମୁ ଭଣଜାଙ୍କ ଜୀବନ । ମୃତକ କୋମନା ଥାନା ଖଇରଭାଡି ଗ୍ରାମର ପ୍ରେମ ମାଝୀ ଓ ଖୁଟଲୁ ମାଝୀ ବୋଲି ଜଣାପଡ଼ିଛି । 

ସୂଚନା ମୁତାବକ, ପ୍ରେମ ଜଣେ ସେନା କର୍ମଚାରୀ। ଶୁକ୍ରବାର ଛୁଟିରେ ଆସିଥିବା ବେଳେ କୋଣସି କାମ ପାଇଁ ତାଙ୍କ ଭଣଜା ସହ କୋମନା ଯାଉଥିଲେ । ହେଲେ ବାଟରେ ଯିବା ବେଳେ ଦୁର୍ଘଟଣା ହୋଇଥିଲା । ଟ୍ରକ୍‌ ଧକ୍କାରେ ଉଭୟଙ୍କ ମୃତ୍ୟୁ ହୋଇଥିଲା । ଏ ସମ୍ପର୍କରେ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଛି । ଦୁର୍ଘଟଣା ଘଟାଇଥିବା ଆନ୍ଧ୍ର ଟ୍ରକ୍‌ ସହ ଦୁଇଜଣଙ୍କୁ ଅଟକ ରଖିଛି ତରବୋଡ଼ ଫାଣ୍ଡି ପୁଲିସ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.