ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

କୋଣାର୍କ କଲେଜ ଛକ ନିକଟରେ ଦୁର୍ଘଟଣା, ବସ୍ ଧକ୍କାରେ ବାଇକ୍ ଆରୋହୀ ମୃତ

କୋଣାର୍କ, ୨୯/୦୬ : କୋଣାର୍କ କଲେଜ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ବସ୍ ଧକ୍କାରେ ବାଇକ୍ ଆରୋହୀ ମୃତ। ଉଭୟ ବସ୍ ଓ ବାଇକକୁ ଜବତ କଲା କୋଣାର୍କ ପୋଲିସ। 

ସୂଚନା ଅନୁସାରେ, ଶୁକ୍ରବାର ବିଳମ୍ବିତ ରାତିରେ ବିବାହ ଉତ୍ସବରେ ଯୋଗଦେଇ ଫେରୁଥିବା ସମୟରେ ରଞ୍ଜିତ ପୋଟେଇ (୩୪ ବର୍ଷ)ଙ୍କୁ ପଛପଟୁ ଏକ ବସ୍ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ରଞ୍ଜିତ ଗୁରୁତର ହୋଇ ପଡ଼ିଥିଲେ। ତାଙ୍କୁ ଗରୁତର ଅବସ୍ଥାରେ ପ୍ରଥମେ ଗୋପ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ତେବେ ଭୁବନେଶ୍ଵର ଯିବା ବାଟରେ ରଞ୍ଜିତଙ୍କ ମୃତ୍ୟୁ ହୋଇଥିଲା। ମୃତକ ଜଣଙ୍କ କାକଟପୁର ସାହୁପଡ଼ା ଅଞ୍ଚଳର ବୋଲି ସୂଚନା ମିଳିଛି। ଘଟଣାସ୍ଥଳରେ କୋଣାର୍କ ପୋଲିସ ତଦନ୍ତ ଜାରି ରଖିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.