ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ଟ୍ରାକ୍ଟରକୁ ପିଟିଲା କାର୍‌, ଘଟଣା ସ୍ଥଳରେ ୪ମୃତ

ନୂଆପଡା ୧୭/୦୬: ଖଡିଆଳ ଭବାନୀପାଟଣା ରାସ୍ତାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଲଛିପୁର ଛକରେ ଏକ ଟ୍ରାକ୍ଟରକୁ କାର୍‌ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ କାରରେ ଥିବା ୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ, ଟ୍ରାକ୍ଟର ଡ୍ରାଇଭର୍‌ ଫେରାର ହୋଇଯାଇଥିବା ସୂଚନା ରହିଛି। ତେବେ ଘଟଣା ସ୍ଥଳରେ ଖଡିଆଳ ପୋଲିସି ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.