ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

୪ ବର୍ଷ ପରେ ଧରାପଡିଲା ଅଭିଯୁକ୍ତ : ଛାଡ଼ଖାଇରେ ଘରକୁ ଆସିଥିଲା, ମାଡ଼ି ବସିଲା ପୋଲିସ

ଭୁବନେଶ୍ବର,୨୯।୧୧ :  ଦୀର୍ଘ ୪  ବର୍ଷ ପରେ ଧରା ପଡ଼ିଲା ହତ୍ୟା ଘଟଣାରେ ଫେରାର ଅଭିଯୁକ୍ତ   । ଛାଡ଼ଖାଇରେ ଘରକୁ ଆସିଥିବା ବେଳେ ଅଭିଯୁକ୍ତକୁ ମାଡି ବାସିଲା ଧଉଳି ଥାନା ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲା ନିଲୁ ପଣ୍ଡା ।

୨୦୧୯ ଜୁନ ୧୭ ତାରିଖରେ  ରଜ ମହୋତ୍ସବ ସମୟରେ  ସାମନ୍ତରାପୁର ପାଟଣା ଅଞ୍ଚଳରେ ଚେୟାରରେ ବସିବାକୁ ନେଇ  ପାଟିତୁଣ୍ଡ ହୋଇଥିଲା ।ଏଥିରେ ବଂଶୀଧର କାଳିଆଙ୍କୁ କାଠ ଫାଳିଆ ରେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ପୂର୍ବରୁ ୩ଜଣଙ୍କୁ ଗିରଫ କରିଥିବା ବେଳେ ନିଲୁ ପଣ୍ଡା ଫେରାର ଥିଲା । ଆଜି ତାଙ୍କୁ ଗିରଫ କରିବାରେ ଧଉଳି ଥାନା ପୋଲିସ୍ ସଫଳ  ହୋଇଛି ।

ଆହୁରି ପଢନ୍ତୁ : ଦାସିଙ୍ଗବାଡ଼ି ପଞ୍ଚାୟତ ସରପଞ୍ଚଙ୍କ ୫ ସନ୍ତାନ: ଅଯୋଗ୍ୟ ଘୋଷଣା କଲେ ଜିଲ୍ଲାପାଳ


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.