ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଶୋଇଥିବା ବେଳେ ଯୁବକଙ୍କୁ ଏସିଡ୍ ମାଡ଼, ପୂର୍ବ ଶତ୍ରୁତା ସନ୍ଦେହ

Published By : Rasmita Pradhan | March 1, 2025 9:35 AM

ଭୁବନେଶ୍ଵର, ୦୧/୦୩ : ଶୋଇଥିବା ବେଳେ ଯୁବକଙ୍କୁ ଏସିଡ୍ ମାଡ଼। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ନାୟିକାଣଡ଼ିହି ଥାନା ରାମଚନ୍ଦ୍ରପୁର ଗ୍ରାମରେ ଏହି ଘଟଣା ଘଟିଛି। ଗ୍ରାମର ସନାତନ ପଲାଇଙ୍କ ପୁଅ ଜଗବନ୍ଧୁ ଘରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଏସିଡ୍ ଫିଙ୍ଗି ଫେରାର୍ ହୋଇଯାଇଛି। 

ସୂଚନାନୁଯାୟୀ, ନାୟିକାଣଡ଼ିହି ଥାନା ରାମଚନ୍ଦ୍ରପୁର ଗ୍ରାମର ଜଗବନ୍ଧୁ ଘରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ତାଙ୍କ ଉପରକୁ ଏସିଡ୍ ମାଡ଼ କରିଛି। ଶୁକ୍ରବାର ବିଳମ୍ଵିତ ରାତିରେ ଏହି ଘଟଣା ଘଟିଛି। ଜଗବନ୍ଧୁଙ୍କୁ ଗୁରୁତର ଅବସ୍ଥାରେ ବାସୁଦେବପୁର ପରେ କଟକ ସ୍ଥାନାନ୍ତର କରାଯାଇଛି। ପରିବାର ଲୋକେ ଏସିଡ୍ ମାଡ଼ର କାରଣ କହିପାରୁନଥିବା ବେଳେ ଏହା ପୂର୍ବ ଶତ୍ରୁତା ନେଇ ହୋଇଥାଇପାରେ ଅନୁମାନ କରାଯାଉଛି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି। 

ଏହି ଖବରଟିକୁ ପଢନ୍ତୁ-ଡିଭାଇଡର୍‌କୁ ପିଟି ଢାବାରେ ପଶିଗଲା ସ୍କୁଟି: ଜଣେ ମୃତ, ଜଣେ ଗୁରୁତର


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.