ପ୍ରମୂଖ ଖବର
  • ଇସ୍କନ ଅଦିନିଆ ରଥଯାତ୍ରାକୁ ନେଇ ଇସ୍କନ ଗଭର୍ଣ୍ଣିଂ ବଡି ଅଧ୍ୟକ୍ଷଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା
  • ||
  • କୋରାପୁଟ : ଜଲାପୁଟ ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା
  • ||
  • ଅଣାୟତ୍ତ ଡାଇରିଆ ସ୍ଥିତି; ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଗୃହ ଏବଂ ନଗର ଉନ୍ନୟନ ବିଭାଗର ଆଲର୍ଟ
  • ||
  • ରଥଯାତ୍ରାକୁ ନେଇ କଠୋର ହେଲେ ସରକାର, ରଥ ଉପରକୁ ଅଣସେବାୟତ ଚଢିଲେ ହେବେ ଗିରଫ
  • ||
  • ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା
  • ||
  • ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଇସ୍ରାଏଲ-ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି, ତେହେରାନରେ ପ୍ରତିରକ୍ଷା ମନ୍ତ୍ରଣାଳୟ କୋଠା ଓ ପରମାଣୁ ମୁଖ୍ୟାଳୟ ଧ୍ୱଂସ
  • ||
  • କେଦାରନାଥ ନିକଟରେ ହେଲିକପ୍ଟର୍ ଦୁର୍ଘଟଣା, ୬ ମୃତ
  • ||
  • ନାଇଜେରିଆରେ ଗୁଳିମାଡ କଲେ ବନ୍ଧୁକଧାରୀ, ୧୦୦ ଜଣଙ୍କର ମୃତ୍ୟୁ
  • ||
  • ଆଗେଇବ ମୌସୁମୀ ବାୟୁ, ୨୦ ଲଘୁଚାପରେ ଆଗକୁ ହେବ ଅଗ୍ରସର: ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ଆଲର୍ଟ
  • ||

ରଥଯାତ୍ରାକୁ ନେଇ କଠୋର ହେଲେ ସରକାର, ରଥ ଉପରକୁ ଅଣସେବାୟତ ଚଢିଲେ କାର୍ଯ୍ୟାନୁଷ୍ଠାନ

Published By : Prameya | June 15, 2025 2:32 PM

ପୁରୀ ୧୫/୦୬ : ଆଗକୁ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଶୃଙ୍ଖଳିତ ଗୁଣ୍ଡିଚା ଯାତ୍ରା ପାଇଁ ଅଣ୍ଟା ଭିଡ଼ିଲେ ସରକାର। ଅଣସେବାୟ ଓ ମୋବାଇଲ ବ୍ୟବହାର ରୋକ୍ ଲଗାଇ ସରକାରଙ୍କ ବଡ଼ ଆକ୍ସନ ପ୍ଲାନ୍। ଅଣସେବାୟତ ରଥ ଉପରକୁ ଚଢ଼ିଲେ ହେବେ ଗିରଫ । ରଥରେ ସେବାୟତ ମୋବାଇଲ୍ ବ୍ୟବହାର କରିପାରିବେନି। ଚଳିତ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସଂସ୍କାରମୂଳକ ପଦକ୍ଷେ ନେବା ସହ କଠୋର ଆଭିମୁଖ୍ୟ ନେଇ ସ୍ପଷ୍ଟ କରିଛନ୍ତି ଆଇନ ମନ୍ତ୍ରୀ। 

ଆଇନ ମନ୍ତ୍ରୀ କହିଛନ୍ତି, ଅଣସେବାୟତ ରଥ ଉପରେ ଚଢିପାରିବେ ନାହିଁ। ଧରାପଡିଲେ ବନ୍ଧା ହେବେ । ରଥ ଉପରେ ସେବାୟତ ମାନେ ମୋବାଇଲ ବ୍ୟବହାର କରିପାରିବେନି । ପହଣ୍ଡିରେ କେଉଁ କେଉଁ ସେବାୟତ ରହିବେ ସେମାନଙ୍କ ତାଲିକା ପ୍ରସ୍ତୁତ ହେବ । ଘଣ୍ଟୁଆ ସେବାୟତ ମାନଙ୍କ ତାଲିକା ବି ପ୍ରସ୍ତୁତ ହେବ । ଏନେଇ ନିଯୋଗ ଗୁଡ଼ିକ ତାଲିକା ପାଇଁ ସେବାୟତଙ୍କ ନାଁ ଦେବେ । ଛତିଶା ନିଯୋଗ ସହ ଆଲୋଚନା ପରେ ଏଭଳି ନିଷ୍ପତ୍ତି ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.