ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ମାତାଲ୍ ଶିକ୍ଷକଙ୍କୁ ତାଗିଦ୍ କଲେ ଗଣଶିକ୍ଷା ମନ୍ତ୍ରୀ, ମଦ ପିଇ ସ୍କୁଲ ଆସିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର, ୧୮/୦୯ : ଏଣିକି ମଦ ପିଇ ସ୍କୁଲ ଆସିଲେ ଶିକ୍ଷକଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଶିକ୍ଷକଙ୍କୁ ତାଗିଦ୍ କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ଯେ, ଶିକ୍ଷକମାନେ ନିଶାମୁକ୍ତ ରହିବା ଏକାନ୍ତ ଆବଶ୍ୟକ। ଶିକ୍ଷାଦାନ କରୁଥିବା ଶିକ୍ଷକ ଯଦି ମଦ ପ୍ରତି ଆସକ୍ତ ରହିବେ ତାହା ଶିକ୍ଷା ଉପରେ ପ୍ରଭାବ ପକାଇବ। ବିଭାଗ ଏଥିପାଇଁ କଠୋର ରୁ କଠୋର କାର୍ଯ୍ୟାନୁଷ୍ଠାନ ନେବ। 

ଶିକ୍ଷକମାନେ ମାତାଲ୍ ହୋଇ ସ୍କୁଲ ଆସିଲେ ଅଘଟଣ ଘଟିବାର ସମ୍ଭାବନା ରହିଛି। ତେଣୁ ମଦୁଆ ଶିକ୍ଷକଙ୍କୁ ଲିଖିତ ଆକାରରେ ନୋଟିସ୍ ଦିଆଯିବ। ସ୍କୁଲକୁ ଛୋଟ ଛୋଟ ପିଲା ଆସୁଛନ୍ତି। ପିଲାଙ୍କୁ ନେବା ଆଣିବା କରୁଥିବା ଗାଡି ଡ୍ରାଇଭର୍ ମଦ ପିଇଲେ ଦୁର୍ଘଟଣାର ଆଶଙ୍କା ରହିଛି। ବସ୍ ଡ୍ରାଇଭର୍ ମଦ ପିଇ ଗାଡି ଚଳାଇଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଭାଗ ଏଥିପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.