ପ୍ରମୂଖ ଖବର
  • ଭଦ୍ରକ : ରେଲ୍‌ ୱେ ଟ୍ରାକ୍‌ରେ କଟି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଧାରଣା
  • ||
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

ପାଉଁରୁଟି ଖିର ଖାଇ ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଅସୁସ୍ଥ, ଜିଲ୍ଲା ହସ୍ପିଟାଲରେ ଚିକିତ୍ସିତ

Published By : Gurupada Nath | August 3, 2025 11:26 PM

ମାଲକାନଗିରି,୩/୮ : ପାଉଁରୁଟି ଖିର ଖାଇ ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଅସୁସ୍ଥ । ଜିଲ୍ଲା ହସ୍ପିଟାଲରେ ଚିକିତ୍ସିତ।       ମାଲକାନଗିରି ଗନ୍ଧପାଲି ଆଦର୍ଶ ବିଦ୍ୟାଳୟର ୬ଜଣ ଛାତ୍ରୀ ରାତିରେ ବ୍ରେଡ କ୍ଷୀର ଖାଇ ଅସୁସ୍ଥ ହୋଇଥିବା ଜଣାପଡ଼ିଛି । ସମସ୍ତ ଅସୁସ୍ଥ ଛାତ୍ରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣାପଡିଛି। 

ସୂଚନା ଅନୁସାରେ, ମାଲକାନଗିରି ସଦର ବ୍ଲକରେ ଥିବା ଆଦର୍ଶ ଆବାସିକ ବିଦ୍ୟାଳୟରେ ଆଜି ରାତିରେ ପ୍ରସ୍ତୁତ ହୋଇଥିବା ପାଉଁରୁଟି ଓ ଗରମ ଖିର ଖାଇଥିଲେ । ତେବେ ଏହି ଖାଦ୍ୟ ଖାଇ ହଠାତ ୬ ଜଣ ଛାତ୍ରୀ ଅସୁସ୍ଥ ହୋଇଥିଲେ। ତୁରନ୍ତ ସେମାନଙ୍କୁ ସ୍କୁଲ କର୍ତ୍ତୃପକ୍ଷ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବାବେଳେ ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.