ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସରେ ଅତିରିକ୍ତ କୋଚ୍ ସଂଯୋଗ

Published By : Gurupada Nath | July 2, 2025 4:37 PM

ଭୁବନେଶ୍ୱର,୨/୭ : ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ପୂର୍ବତଟ ରେଳପଥ ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନରେ ଅତିରିକ୍ତ ଏସି-୩ ଟାୟାର କୋଚ୍ ଅସ୍ଥାୟୀ ଭାବେ ସଂଯୋଗ ପାଇଁ ନିଷ୍ପତ୍ତି ନେଇଛି ।  ଅଧିକ ଚାହିଦା ଥିବା ସମୟରେ ଯାତ୍ରୀମାନଙ୍କ ପାଇଁ ଅଧିକ ଆରାମଦାୟକ ଏବଂ ସୁଗମ ଯାତ୍ରା ସୁନିଶ୍ଚିତ କରିବା ଏହି ପଦକ୍ଷେପର ଲକ୍ଷ୍ୟ ବୋଲି ପୂର୍ବତଟ ରେଳପଥର ବରିଷ୍ଠ ଅଧିକାରୀ କହିଛନ୍ତି । 

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ବିବରଣୀ ଏବଂ ବୁକିଂ ପାଇଁ ଯାତ୍ରୀମାନେ www.irctc.co.inରୁ ଜାଣିପାରିବେ । କିମ୍ବା ନିକଟସ୍ଥ ରେଳ ଷ୍ଟେସନ ଅନୁସନ୍ଧାନ କେନ୍ଦ୍ରରେ ଯୋଗାଯୋଗ କରିପାରିବେ ବୋଲି କୁହାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.