ପ୍ରମୂଖ ଖବର
  • ଭୁବନେଶ୍ବର : ହଂସପାଳ ଛକରେ ହୁତୁ ହୁତୁ ହୋଇ ଜଳି ଗଲା ଗାଡି
  • ||
  • ବାଙ୍ଗିରିପୋଷି : ବାତ୍ୟା ପ୍ରଭାବରେ ଫୁଲୁଛି ନଈ ଏବଂ ନାଳ, ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ପର୍ଯ୍ୟଟନସ୍ଥଳୀ 'ବ୍ରାହ୍ମଣକୁଣ୍ଡ'
  • ||
  • ମାଲକାନଗିରି : ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ସ୍ୱାଭିମାନ ଅଞ୍ଚଳରେ ଚଢାଉ, ଜଙ୍ଗଲରୁ ଏକ କୁଇଣ୍ଟାଲ ୬୦କେଜି ଗଞ୍ଜେଇ ଜବତ
  • ||
  • ବଢୁଛି ବୁଢାବଳଙ୍ଗ ନଦୀ; ସୃଷ୍ଟି ହେଲା ବନ୍ୟା ସ୍ଥିତି, ଲୋକଙ୍କ ଘରେ ପଶିଲା ବନ୍ୟାଜଳ
  • ||
  • ରାଉରକେଲା : ଜେଲ୍‌ରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ଭୁବନେଶ୍ୱର ବିମାନବନ୍ଦର ନିକଟରେ ବୁଲୁଛି କଳରାପତରିଆ, ବାଘକୁ ଧରିବାକୁ ପହଞ୍ଚିଲେ ବନବିଭାଗ ଟିମ୍
  • ||
  • ପାଟଣାରେ ବଢୁଛି ବୈତରଣୀ ନଦୀର ଜଳସ୍ତର, ଘଣ୍ଟାପ୍ରତି ବଢୁଛି ୫ ସେଣ୍ଟିମିଟର
  • ||
  • ନୟାଗଡ଼ : ବାଣ ତିଆରି ବେଳେ ଅଘଟଣ, ବିସ୍ଫୋରଣରେ ଜଣେ ଗୁରୁତର
  • ||
  • ସମ୍ୱଲପୁର : ପୋଲିସକୁ ଖୋଲା ଚ୍ୟାଲେଞ୍ଜ୍... ଚୋରି ପୂର୍ବରୁ ରିଲ୍ସ କରି ଛାଡ଼ିଲେ ଚୋର, ପୋଲିସ କହୁଛି ଚୋରି ହୋଇନି
  • ||
  • ତେହରାନ୍‌ର ସୈନ୍ୟ ଶିବିର ଉପରେ ରାତିଅଧିଆ ଆକ୍ରମଣ କଲା ଆଇଡିଏଫ୍‌; ଇସ୍ରାଏଲ କହିଲା 'ଆମେ ଜବାବ ଦେଲୁ'
  • ||
  • ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ପରିଦର୍ଶନ କରିବେ
  • ||
  • ଭୁବନେଶ୍ୱର: ଅବପାତର ରୂପ ନେଲା 'ଦାନା', ପ୍ରବଳ ବର୍ଷା ପାଇଁ ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
  • ||
  • ବାରିପଦାରୁ ୧୫ କେଜି ସୁନା ଜବତ ,ସୁନା ଅଳଙ୍କାର ଜବତ କଲା ଜିଏସ୍‌ଟି ଟିମ୍, ସିଟି ଜିଏସ୍‌ଟି କମିଶନରଙ୍କ ସୂଚନା
  • ||
  • ଭଦ୍ରକ : ବାତ୍ୟା ପରେ ଦୁଃଖ ବଢାଇଲା ବନ୍ୟା, ଘରେ ଘରେ ପଶିଲା ଡ୍ରେନ୍‌ ପାଣି
  • ||
  • ବାଲେଶ୍ଵର : ସୋନନଦୀରେ ଆସିଲା ବନ୍ୟାପାଣି, ଉପକୂଳ ଅଞ୍ଚଳବାସୀ ପ୍ରଭାବିତ
  • ||

ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ

ଉଦଳା,୨୪/୧୦: ବାତ୍ୟା 'ଦାନା'କୁ ନେଇ କପ୍ତିପଦା ଉପଖଣ୍ଡ ପ୍ରଶାସନ ସଜାଗ । ଗୁରୁବାର ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସାଏଙ୍କ ସହିତ ସ୍ୱତନ୍ତ୍ର ଭାବେ ନିଯୁକ୍ତ ଅଧିକାରୀ ବିନୀତ ଭାରଦ୍ୱାଜ ଆସି ଉଦଳାର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି । ଏହା ସହ ଉଦଳା ଏବଂ କପ୍ତିପଦା ବ୍ଲକ ସମେତ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ବୁଲିଛନ୍ତି । 

କେବଳ ସେତିକି ନୁହେଁ, କିଭଳି ଭାବେ ବାତ୍ୟା ଆଶ୍ରୟ ସ୍ଥଳୀରେ ରହିଥିବା ଲୋକଙ୍କୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ତାହା ଉପରେ ମଧ୍ୟ ଗୁରୁତ୍ତ୍ୱ ଦେଇଛନ୍ତି । ଏହି ସମୟରେ ସ୍ୱତନ୍ତ୍ର ନିଯୁକ୍ତ ଅଧିକାରୀଙ୍କ ସହିତ ଉଦଳା ବିଡ଼ିଓ, ଉପଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ରହିଥିଲେ। 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.