ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ଏମ୍‌ଏସପି କାରଖାନାରେ ଶ୍ରମିକ ମାରଣ ନୀତିକୁ ନେଇ ଉତ୍ତେଜନା

କେନ୍ଦୁଝର ସଦର, ୨୮/୬ : କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ହଳଦିଆଗୁଣା ଏମ୍‌ଏସପି କାରଖାନାରେ ଶ୍ରମିକ ମାରଣ ନୀତିକୁ ନେଇ ଗତ ଦୁଇ ତିନି ଦିନ ଧରି ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର କାରଖାନାର ଶତାଧିକ ଶ୍ରମିକ ସଦର ଥାନାକୁ ଆସି ନିଜର ହକ୍ ପାଇଁ ଲିଖିତ ଅଭିଯୋଗ କରିଛନ୍ତି। 

କାରଖାନା କର୍ତ୍ତୃପକ୍ଷ ଶ୍ରମିକଙ୍କୁ ଗତ ୨୫ ବର୍ଷ ଧରି ବିଭିନ୍ନ ପ୍ରକାରର ନିର୍ଯାତନା ଦେଇଆସୁଛନ୍ତି। ଏହାର ପ୍ରତିବାଦ କଲେ କାରଖାନାରୁ ଶ୍ରମିକଙ୍କୁ ବାହାର କରିଦିଆ ଯାଉଛି। ବେଳେବେଳେ ଶ୍ରମିକଙ୍କୁ କାରଖାନା କତୃପକ୍ଷ ବିଭିନ୍ନ ପ୍ରକାର ଧମକ ଚମକ ମଧ୍ୟ ଦେଉଛନ୍ତି। ଏସବୁ ସମସ୍ୟା ନେଇ ସ୍ଥାନୀୟ ସରପଞ୍ଚ ସମେତ ଶତାଧିକ ଶ୍ରମିକ ଥାନାରେ ଅଭିଯୋଗ ଆଣିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.