ପ୍ରମୂଖ ଖବର
  • ବୈପାରିଗୁଡ଼ା : ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ, ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||
  • ବାଙ୍ଗିରିପୋଷି : ପ୍ରମେୟରେ ଖବର ପ୍ରକାଶ ପରେ ପହଞ୍ଚିଲା ପ୍ରଶାସନ, ପିଇବା ପାଣି ପାଇଁ ଜୀବନକୁ ବାଜି ଲଗେଇଥିଲେ ଷଢେଇକଳା ଗ୍ରାମବାସୀ
  • ||
  • ବାଣପୁର : ଜନ୍ମକଲା ଶିଶୁକନ୍ୟାକୁ ମାଡ ମାରି ହତ୍ୟା ଉଦ୍ୟମ କଲା ମା, ଥାନାରେ ଅଟକ
  • ||
  • ମୁମ୍ବାଇ ବାନ୍ଦ୍ରା ଷ୍ଟେସନରେ ଦଳାଚକଟା,୯ ଗୁରୁତର
  • ||
  • ତେଲକୋଇ : ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଅଭିଯୁକ୍ତ ଅଟକ
  • ||
  • ଭୋଗରାଇ : ସେବା ସମବାୟ ଓ ତେଜରାତି ଦୋକାନରୁ ଚୋରି, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡିଶାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ
  • ||
  • ଭବାନୀପାଟଣା : ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, କ୍ଷତି ପୂରଣ ଦାବିରେ ପରିବାର ଲୋକଙ୍କ ରାସ୍ତାରୋକ
  • ||
  • ବାତ୍ୟା ‘ଦାନା’ ପ୍ରଭାବ ଆଉ ୨ ଦିନ ଭିତରକନିକା ବନ୍ଦ
  • ||
  • ଟାଙ୍ଗୀ : ଜୁଆ ଆଡ୍ଡାରେ ପୋଲିସର ଚଢାଉ; ୭୬ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଜବତ,୧୮ ଗିରଫ
  • ||
  • ଆଇଏସ୍‌ଏଲ୍‌ ୨୦୨୪: ଆଜି ଓଡ଼ିଶା ଏଫ୍‌ସି- ମୁମ୍ବାଇ ସିଟି ମଧ୍ୟରେ ଟକ୍କର, ବିଜୟକୁ ଫେରିବା ପାଇଁ ବ୍ୟାକୁଳ ମୁମ୍ବାଇ
  • ||
  • ମେକ୍ସିକୋରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୨୪ ମୃତ, ୫ ଗୁରୁତର
  • ||
  • ସରିଲା ପ୍ରସିଦ୍ଧ ଢେଙ୍କାନାଳ ଗଜଲକ୍ଷ୍ମୀ ପୂଜା: ଆଜି ମେଲାଣି ନେବେ ଧନଦାତ୍ରୀ, ଲୋକନୃ
  • ||
  • ଜମ୍ମୁ-କଶ୍ମୀରରେ ଖାଇକୁ ଖସିଲା ସେନା ଗାଡ଼ି; ଜଣେ ଯବାନ ମୃତ ,୧୩ ଗୁରୁତର
  • ||
  • ପାରାଦ୍ଵୀପ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ସୋର : ବିପଦ ସଙ୍କେତ ଟପିଲା କାଂଶବାଂଶ ନଦୀ, ୨ ପଞ୍ଚାୟତ ପରିଦର୍ଶନ କଲେ ବିଧାୟକ
  • ||
  • ରାଜଧାନୀରେ ବାଘ ଆତଙ୍କ; ପାଦ ଟିହ୍ନରୁ ଗଧିଆ କିମ୍ୱା ବଣ ବିରାଡ଼ି ହୋଇଥିବା ନେଇ କହିଲେ ସିଟି ଡିଏଫଓ
  • ||
  • ଦୁର୍ବଳ ‘ଦାନା’ ବାୟୁମଣ୍ଡଳରେ ମିଳେଇଯିବ: ଆଜିଠୁୁ ଫିଟିଯିବ ପାଗ, ତିନି ଦିନ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ବାଲିଗୁଡ଼ା : ସ୍ତ୍ରୀକୁ ଗଳା କାଟି ହତ୍ୟା କଲା ନୃଶଂସ ସ୍ୱାମୀ, ସ୍ୱାମୀ ଅଟକ
  • ||

ବିଧାନସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା,୪ ଜଣଙ୍କୁ ମିଳିଛି ଟିକେଟ୍

ନୂଆଦିଲ୍ଲୀ,୨୭/୧୦: ବିଧାନସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ।  ଅଜିତ ପାୱାରଙ୍କ ନେତୃତ୍ୱାଧୀନ ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି ତାଲିକା ଘୋଷଣା କରିଛି। ତେବେ ଆଜି ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଚାରି ଜଣଙ୍କୁ ମିଳିଛି ଟିକେଟ୍। 

ସୂଚନା ମୁତାବକ, ଏହି ତାଲିକା ସହ ଏନସିପି ୪୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଆଜି ଟିକେଟ୍ ମିଳିଥିବା ପ୍ରାର୍ଥୀଙ୍କ ମଧ୍ୟରେ, ବିଜୟ ସିଂ ପଣ୍ଡିତଙ୍କୁ ଗେଭରାଇରୁ ଟିକେଟ୍ ମିଳିଛି। ସେହିପରି ଫାଲଟନରୁ ସଚିନ ସୁଧାକର ପାଟିଲ, ନିଫାଦରୁ ଦିଲୀପ ବଙ୍କର ଏବଂ ପାର୍ନରରୁ କାଶୀନାଥ ଦତେ ପ୍ରାର୍ଥୀ ହୋଇଛନ୍ତି।ଅଜିତ ପାୱାର ନେତୃତ୍ୱାଧୀନ ଏନସିପିର ରାଜ୍ୟ ସଭାପତି ସୁନୀଲ ଟାଟକେର୍ ଆଜି ଏହି ଘୋଷଣା କରିଛନ୍ତି। ଦଳର ପ୍ରଥମ ଏବଂ ଦ୍ୱିତୀୟ ତାଲିକା ଯଥାକ୍ରମେ ଅକ୍ଟୋବର ୨୩ ଏବଂ ୨୫ରେ ପ୍ରକାଶ ପାଇଥିଲା। ଉପ-ମୁଖ୍ୟମନ୍ତ୍ରୀ ତଥା ଏନସିପି ମୁଖ୍ୟ ଅଜିତ ପାୱାର ବାରାମତୀରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏଠାରେ ପାୱାର ବନାମ ପାୱାରଙ୍କ ଏକ କଡ଼ା ଟକ୍କର ଦେଖିବାକୁ ମିଳିବ। କାରଣ ତାଙ୍କ ବିରୁଦ୍ଧରେ ପୁତୁରା ଯୁଗେନ୍ଦ୍ର ପାୱାର ଫାଇଟ୍ କରିବେ। ଶରଦ ପାୱାରଙ୍କ ଏନସିପି ଯୁଗେନ୍ଦ୍ରଙ୍କୁ ବାରାମତୀରୁ ପ୍ରାର୍ଥୀ କରିଛି।  ମହାରାଷ୍ଟ୍ରର ସମସ୍ତ ୨୮୮ ଆସନରେ ଆସନ୍ତା ୨୦ ତାରିଖରେ ଭୋଟ ହେବ। ୨୩ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.