ପ୍ରମୂଖ ଖବର
  • ବାଲେଶ୍ୱର : କାଳ ସାଜିଲା ଅନଲାଇନ୍‌ ଖେଳ, ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହରାଇ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଘଟଗାଁ ମା' ତାରିଣୀଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ, ସମାଜର ପାଇଁ କଲେ ମଙ୍ଗଳ କାମନା
  • ||
  • ନବମ ଥର ପାଇଁ ନବୀନ ବିଜେଡି ମୁଖିଆ, ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ- ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ ଟକ୍କର, ବିଜୟ ପାଇଁ ବ୍ୟାକୁଳ ପରାଗ ବାହିନୀ
  • ||
  • ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ମେ ୭ ଯାଏ ୟୁଜିସି ନେଟ୍‌ ଆବେଦନ ସୁଯୋଗ, ଜୁନ୍‌ ୨୧ରୁ ୩୦ ମଧ୍ୟରେ ପରୀକ୍ଷା
  • ||
  • IPL 2024: ଆଜି କ୍ୟାପିଟାଲ୍ସକୁ ଭେଟିବ ଟାଇଟନ୍ସ, ଅହମ୍ମଦାବାଦରେ ସ୍ପିନ ଲଢ଼େଇ
  • ||
  • କଂଗ୍ରେସକୁ ଦୁର୍ବଳ କରିବାକୁ ସରକାରୀ କଳର ଅପବ୍ୟବହାରକୁ ବିରୋଧ, ଆଜି ଇଡି ଅଫିସ ଘେରିବ ଯୁବ କଂଗ୍ରେସ
  • ||
  • ସମ୍ୱଲପୁର : ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ଜଣେ ଆହତ
  • ||
  • ଯାଜପୁର : ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ଗାଡ଼ି ସାଇଡ୍‌ ମରାକୁ ନେଇ ବଚସା, ଫାଙ୍କା ଗୁଳିଚାଳନା କଲେ ଦୁର୍ବୃତ୍ତ
  • ||
  • ଶନିବାରଠୁ କମିବ କାଳବୈଶାଖୀ ବର୍ଷା, ୬ ଜିଲ୍ଲାକୁ ୨ ଦିନ ଯାଏ ବର୍ଷା ଆଲର୍ଟ: କେନ୍ଦ୍ରୀୟ ଓଡ଼ିଶାରେ ବଢ଼ିବ ତାତି
  • ||

୮୩ ବର୍ଷ ପରେ ଅକ୍ଷୟ ତୃତୀୟାରେ ଗ୍ରହଙ୍କ ଶୁଭ ସଂଯୋଗ, ଏହି ୫ ରାଶିର ବଦଳିବ ଭାଗ୍ୟ...

Published By : Harapriya Sethi | April 18, 2025 11:24 AM

ଚଳିତ ବର୍ଷ ଅକ୍ଷୟ ତୃତୀୟା ପର୍ବ ଏପ୍ରିଲ ୩୦ରେ ପାଳନ କରାଯିବ । ଜ୍ୟୋତିଷ ଗଣନା ଅନୁସାରେ ଅକ୍ଷୟ ତୃତୀୟାରେ ଚଳିତ ବର୍ଷ ୮୨ ବର୍ଷ ପରେ ଅତ୍ୟନ୍ତ ଶୁଭ ସଂଯୋଗ ହେବାକୁ ଯାଉଛି । ଏହି ଦିନ ସର୍ବାର୍ଥ ସିଦ୍ଧି ଯୋଗ,ଶୋଭନ ଯୋଗ ଓ ରବି ଯୋଗ ହେବାକୁ ଯାଉଛି । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ରହିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ ।

ବୃଷ- ଆର୍ଥିକ ଓ ପାରିବାରିକ କ୍ଷେତ୍ରରେ ବିଶେଷ ଲାଭ ମିଳିବ । ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କୁ ସଫଳତା ମିଳିବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ ।

କର୍କଟ- ନୂଆ ଚାକିରି ମିଳିବାର ଯୋଗ ରହିଛି । ହଠାତ୍‌ ଅଟକି ଥିବା ଧନ ପ୍ରାପ୍ତି ହେବ । ସୁନା-ରୁପା କିଣିବେ । ଏହା ସେମାନଙ୍କ ଜୀବନକୁ ଏକ ନୂତନ ଦିଗ ପ୍ରଦାନ କରିବ ।

ତୁଳା- ଆୟର ନୂଆ ନୂଆ ସ୍ରୋତ ସାମ୍ନାକୁ ଆସିବ । ନୂଆ ଘର ଓ ଗାଡି କିଣିବାର ଯୋଗ ରହିଛି । ଧନ ପ୍ରାପ୍ତି ହେବ । 

ମକର- ନୂଆ ବ୍ୟବସାୟ ଆରମ୍ଭ କରିବେ । ଅଟକି ଥିବା କାମରେ ସଫଳତା ମିଳିବ । ଚାକିରିରେ ସଫଳତା ମିଳିବ । ହଠାତ୍‌ ଧନ ମିଳିବ ।

କୁମ୍ଭ- ଆର୍ଥିକ କ୍ଷେତ୍ରରେ ଲାଭବାନ୍‌ ହେବେ । ବ୍ୟବସାୟୀ ଲାଭବାନ୍‌ ହେବେ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ମିଳିବ । ଘରେ ହସଖୁସିର ବାତାବରଣ ରହିବ । ଅଧିକ ଲାଭ ପାଇବା ପାଇଁ ଅକ୍ଷୟ ତୃତୀୟା ଦିନ ଘରର ମୁଖ୍ୟ ଦ୍ୱାରରେ ଆମ୍ବପତ୍ରର ତୋରଣ ଟାଙ୍ଗି ଦିଅନ୍ତୁ । ମା’ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା କରନ୍ତୁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.