ପ୍ରମୂଖ ଖବର
  • ବ୍ରହ୍ମପୁର : ବାଇକ୍ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍, ଜଣେ ମୃତ
  • ||
  • ସମ୍ୱଲପୁର : ଜମିବାଡ଼ି ବିବାଦରୁ ରକ୍ତପାତ, ଛୁରାମାଡ଼ରେ ଜଣେ ଗୁରୁତର
  • ||
  • ଇଂଲଣ୍ଡ ଟୁର୍‌ ପାଇଁ ଭାରତୀୟ ଦଳ ଘୋଷଣା; ଶୁବମନ୍ କ୍ୟାପ୍ଟେନ୍‌, ପନ୍ତ ଉପ-ଅଧିନାୟକ, ସାମି ଆଉଟ୍
  • ||
  • ରାଜା ଚକ୍ର ଓ ଦୁଇ ସହଯୋଗୀ କେନ୍ଦୁଝର କୋର୍ଟରେ ହାଜର, ବୋଲ୍ ନେଇ ହେବ ଶୁଣାଣି
  • ||
  • ପୁରୀ: ବଢ଼ିବ ଜଗତଗୁରୁ ଶଙ୍କାରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା, ପୁରୀ ଏସ୍‌ପି ବିନୀତ୍ ଅଗ୍ରୱାଲଙ୍କ ସୂଚନା
  • ||
  • ବାଲେଶ୍ୱର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • କଟକ : ତିଗିରିଆରେ ବଢି ଚାଲିଛି ଖଣି ମାଫିଆଙ୍କ ରାଜ୍‌, ଏକକାଳୀନ ୧୬ଟି ସ୍ଥାନରେ ଚଢାଉ
  • ||
  • ସମ୍ବଲପୁରରୁ ହାତୀ ଶାବକର ମୃତଦେହ ଉଦ୍ଧାର, କିଛି ଦିନ ତଳେ ମୃତ୍ୟୁ ହୋଇଥିବା ଅନୁମାନ
  • ||
  • ବଲିଉଡ଼ରୁ ଆସିଲା ଦୁଃଖଦ ଖବର; ଆଉ ନାହାନ୍ତି ସଲମାନ ଖାନ୍‌ଙ୍କ କୋ-ଷ୍ଟାର ମୁକୁଲ ଦେବ
  • ||
  • କଳାହାଣ୍ଡି : ଟ୍ରକ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ଆକଳନର ୮ ଦିନ ପୂର୍ବରୁ ବର୍ଷିଲା
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ଯୁବକ ମୃ
  • ||
  • 'ତୁମକୁ ସୁରକ୍ଷା ଉପରେ କହିବାର ଅଧିକାର ନାହିଁ ଭାଷଣ ବନ୍ଦ କର'; UNSCରେ ପାକ୍‌ ଉପରେ ବର୍ଷିଲା ଭାରତ
  • ||
  • ଛତିଶଗଡ଼ ବିଜାପୁର ପୁଲିସକୁ ବଡ଼ ସଫଳତା, ଏସ୍‌ପିଙ୍କ ନିକଟରେ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୨୪ ମାଓବାଦୀ
  • ||
  • ଆରବସାରଗରେ ଅବପାତରେ ପରିଣତ ହେଲା ଲଘୁଚାପ, ଆଗାମୀ କିଛି ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ସମ୍ଭାବନା
  • ||
  • ଯାଜପୁର: ଜାରକା-କୁଆଖିଆ ରାସ୍ତାରେ ଆମ୍ବୁଲାନ୍ସ ଦୁର୍ଘଟଣା, ଜଣେ ମୃତ, ୨ ଆହତ
  • ||
  • ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
  • ||
  • ଆପଲ୍‌କୁ ଟ୍ରମ୍ପଙ୍କ ନାଲିଆଖି; ଆଇଫୋନ୍ ସମେତ ବିଦେଶୀ ସ୍ମାର୍ଟଫୋନ୍ ଉପରେ ୨୫% ଟାରିଫ୍‌
  • ||
  • ୱାନ୍‌ ବିଗ୍‌ ବିଉଟିଫୁଲ ବିଲ୍‌ ପାସ୍‌: ଆମେରିକାରୁ ଭାରତ ଟଙ୍କା ପଠାଇଲେ ୩.୫% ଟିକସ,୨୦୨୬ ଜାନୁଆରୀରୁ ଲାଗୁ
  • ||
  • IPL 2025: ଆଜି କିଙ୍ଗ୍‌ସ- କ୍ୟାପିଟାଲ୍ସ ମଧ୍ୟରେ ଲଢ଼େଇ, ପଏଣ୍ଟ ତାଲିକାର ଶୀର୍ଷକୁ ଉଠିବାକୁ ଚେଷ୍ଟା କରିବ ପଞ୍ଜାବ
  • ||
  • ବାଲିପାଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୩ ଗୁରୁତର
  • ||
  • ଖୋର୍ଦ୍ଧା : ୧୦ ହଜାର ଲାଞ୍ଚ ନେଇ ଧରାପଡିଲେ ୨ ପୋଲିସ ବାବୁ, ବାଙ୍କୋଇ ସ୍ଥିତ ବାସଭବନରେ ଚଢାଉ
  • ||
  • ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ, ଜୁନ୍‌ ୩୦ ଯାଏ ଚାଲିବ, ଜୁଲାଇ ୭ରେ ପ୍ରଥମ ମେଧା ତାଲିକ
  • ||
  • ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ, କାଲି ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ଦେବେ
  • ||
  • ଆସନ୍ତା ୨୯ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ପବନ ବହିବ, ବଜ୍ରପାତର ଆଶଙ୍କା
  • ||
  • ଅନୁଗୁଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୪ ଶିକାରୀ ଅଟକ
  • ||

ସୁଭଦ୍ରା ପୋର୍ଟାଲରେ ଜୀବିତ ମହିଳା ମୃତ, ଦ୍ବିତୀୟ କିସ୍ତିରୁ ବଞ୍ଚିତ

Published By : Suraj Ku Rath | May 22, 2025 9:16 PM

 କୋଣାର୍କ,୨୨।୫(ଆପ୍ର): କୋଣାର୍କ ଏନଏସି ଅନ୍ତର୍ଗତ ଜୁଣେଇ ଗ୍ରାମର ଜଣେ ମହିଳା ସୁଭଦ୍ରାର ପ୍ରଥମ କିସ୍ତି ପାଇଥିଲେ।  କିନ୍ତୁ  ୨ ୟ କିସ୍ତି ବେଳକୁ ସୁଭଦ୍ରା ପୋର୍ଟାଲରେ ସଂପୃକ୍ତ ଜୀବିତ ମହିଳାଙ୍କୁ ମୃତ ଦର୍ଶାଯାଇଥିଲା। ଫଳରେ ମହିଳା ଜଣକ  ଦ୍ବିତୀୟ କିସ୍ତି ପାଇବାରୁ ବଞ୍ଚିତ ହୋଇଛନ୍ତି। ଜୀବିତ ଥାଇ ମୃତ ଦର୍ଶାଯିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଏହା ଚର୍ଚ୍ଚାର ବିଷୟ ପାଲଟିଛି।

ଜୁଣେଇ ଗ୍ରାମର ସୁଶାନ୍ତ ମହାରଣାଙ୍କ ପତ୍ନୀ ସ୍ନେହଲତା ମହାରଣା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୁଭଦ୍ରାର ପ୍ରଥମ କିସ୍ତି  ୫ହଜାର ଟଙ୍କା ପାଇଥିଲେ।  କିନ୍ତୁ ୨ୟ କିସ୍ତି ତାଙ୍କୁ ମିଳି ନ ଥିଲା। ୨ୟ କିସ୍ତି ବେଳକୁ ସୁଭଦ୍ରା ପୋର୍ଟାଲରେ ସମ୍ପୃକ୍ତ ଜୀବିତ ମହିଳାଙ୍କୁ ମୃତ ଦର୍ଶାଯାଇଥିଲା।  ଜୁଣେଇ ଗ୍ରାମର ସୁଭଦ୍ରା ହିତାଧିକାରୀ ସ୍ନେହଲତା ମହାରଣା ଜୀବିତ ଥିବାବେଳେ ସୁଭଦ୍ରା ପୋର୍ଟାଲରେ କେଉଁ ପ୍ରମାଣ ପତ୍ର ଆଧାରରେ ମୃତ ଦର୍ଶାଯାଇଛି ତାହା ତଦନ୍ତ ସାପେକ୍ଷ। ଏହି ଘଟଣାରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ତ୍ରୁଟି ଯୋଗୁଁ ଜଣେ ଜୀବିତ ମହିଳାଙ୍କୁ ସୁଭଦ୍ରା ପୋର୍ଟାଲରେ ମୃତ ଘୋଷଣା କରାଯାଇ ସୁଭଦ୍ରାର ଦ୍ବିତୀୟ କିସ୍ତି ପ୍ରଦାନ କରାଯାଇନାହିଁ । ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରିବା ପାଇଁ କୋଣାର୍କର ସାମାଜିକ କର୍ମୀ ଭାଗୀରଥୀ ସ୍ଵାଇଁ ଜନଶୁଣାଣି ପୋର୍ଟାଲ ମାଧ୍ୟମରେ  ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.