ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ସର୍ବଦଳୀୟ ବୈଠକ ଆରମ୍ଭ, ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ

ଭୁବନେଶ୍ୱର, ୨୧।୭: ଆରମ୍ଭ ହେଲା ସର୍ବଦଳୀୟ ବୈଠକ । ବୈଠକରେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ସମେତ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଓ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ମଧ୍ୟ ଉପସ୍ଥିତ ଅଛନ୍ତି । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆୟୋଜିତ ହେଉଛି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.