ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଇଭିଏମ ଭଙ୍ଗାରୁଜା ଅଭିଯୋଗ

ଭୁବନେଶ୍ବର,୨୫।୫ : ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଭୋଟିଂ ସମୟରେ ଇଭିଏମ ଭଙ୍ଗାରୁଜା କରାଯାଇଥିବା ଅଭିଯୋଗ ହୋଇଛି।  ବୋଲଗଡ ବ୍ଲକ ଅନ୍ତର୍ଗତ ବଡକୁମାରୀ ପଞ୍ଚାୟତରେ ଭୋଟିଂ ସମୟରେ ଇଭିଏମ ଭାଙ୍ଗିଥିବା ଅଭିଯୋଗ ହୋଇଛି।

ବୋଲଗଡ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ବଡକୁମାରୀ ପଞ୍ଚାୟତ କାଉଁରିଆ ପାଟଣାର ୧୧୪ ନଂ ବୁଥରେ ମତଦାନ ହେଉଥିଲା। ଏହି ସମୟରେ ପ୍ରଶାନ୍ତ ମତଦାନ କେନ୍ଦ୍ରରେ ପଶି  ଇଭିଏମ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ଭଙ୍ଗାରୁଜା କରି ଯାଉଥିବା ବେଳେ ପ୍ରଶାନ୍ତଙ୍କୁ ପୋଲିସ ଅଟକ ରଖିଥିବା ସୂଚନା ମିଳିଛି। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.