ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଏକଲବ୍ୟ ଆଦର୍ଶ ବିଦ୍ୟାଳୟରେ ଜୁନିଅର ଛାତ୍ରଙ୍କୁ ରାଗିଂ ଅଭିଯୋଗ

Published By : Rasmita Pradhan | February 3, 2025 8:44 AM

ଭୁବନେଶ୍ଵର, ୦୩/୦୨ : ଏକଲବ୍ୟ ଆଦର୍ଶ ବିଦ୍ୟାଳୟରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ। ଜୁନିଅର ଛାତ୍ରଙ୍କୁ ରାଗିଂ କରିବା ସହ ମାଡ଼ ମାରୁଛନ୍ତି ସିନିୟର ଛାତ୍ର। ବଲାଙ୍ଗୀର ଜିଲ୍ଲା ପୁଇଁତଳା ଥାନା ଡୁମେବାହାଲ ଏକଲବ୍ୟ ମଡେଲ ସ୍କୁଲରେ ରାଗିଂ ହେଉଥିବା ଅଭିଯୋଗ ହୋଇଛି। ପୀଡ଼ିତ ଛାତ୍ରଙ୍କ ପରିବାର ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏହି ଘଟଣାରେ ଛାନଭିନ୍ ଆରମ୍ଭ କରିଛି। 

ସୂଚନାନୁଯାୟୀ, ଡୁମେବାହାଲ ଏକଲବ୍ୟ ମଡେଲ ସ୍କୁଲର ଯୁକ୍ତ ୨ ଛାତ୍ରମାନେ କନିଷ୍ଠ ଛାତ୍ରମାନଙ୍କୁ ରାଗିଂ କରିଛନ୍ତି। ଅଷ୍ଟମ ଶ୍ରେଣୀର ୧୪ ଜଣ ଛାତ୍ରଙ୍କୁ ଏକ ରୁମରେ ଭର୍ତ୍ତି କରି ମାଡ଼ ମାରିବା ସହ ଶାରିରୀକ ନିର୍ଯାତନା ଦେଇଥିବା ସୂଚନା ମିଳିଛି। ରାଗିଂର ଶିକାର ହୋଇଥିବା ଛାତ୍ରଙ୍କ ପରିବାର ଲୋକ ଏନେଇ ପୁଇଁତଳା ଥାନାରେ ଅଭିଯୋଗ କରିଛନ୍ତି। ଏତଲା ଦେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।  

ଏହି ଖବରଟିକୁ ପଢନ୍ତୁ-ହାପ୍ ପ୍ୟାଣ୍ଟ ଓ ଟି-ସାର୍ଟ ପିନ୍ଧି ମଣ୍ଡିରେ ଜିଲ୍ଲାପାଳ, ଅନିୟମିତତା ଦେଖିବାରୁ ଅଧିକାରୀଙ୍କୁ ସୋ କଜ୍ ନୋଟିସ୍




 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.