ପ୍ରମୂଖ ଖବର
  • ଖୋର୍ଦ୍ଧା : ପାଣିରେ ଭାସୁଛି ଅଜଣା ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବେ ଅମିତ ଶାହ

ନୂଆଦିଲ୍ଲୀ,୦୬/୧୦: ଆସନ୍ତାକାଲି ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କରିବେ ବୈଠକ। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ତେବେ ଏହି ବୈଠକରେ ଏହି ବୈଠକରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। 

ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ। ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ, କେନ୍ଦ୍ରୀୟ ଶସସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ଗତ ବର୍ଷ ମଧ୍ୟ ଅକ୍ଟୋବର ୬ ତାରିଖରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅମିତ ଶାହ ସମୀକ୍ଷା ବୈଠକ କରିଥିଲେ। ଏଥିରେ ମାଓବାଦୀଙ୍କୁ ମୂଳୋତ୍ପାଟନ କରିବା ପାଇଁ ଗୃହମନ୍ତ୍ରୀ ବିସ୍ତୃତ ନିର୍ଦ୍ଦେଶନାମା ଦେଇଥିଲେ। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.