ପ୍ରମୂଖ ଖବର
  • ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ
  • ||
  • ନୂଆପଡା : ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲିବା ବେଳେ ଅଘଟଣ, ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
  • ||
  • ପ୍ରଳୟଙ୍କରୀ ବନ୍ୟାରେ ଅସ୍ତବ୍ୟସ୍ତ ପାକିସ୍ତାନ, ୪୮ ଦିନରେ ଗଲାଣି ୬୫୦ ଜୀବନ
  • ||
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଅମ୍ରିତ ଋତୁରାଜ; କହିଲେ ବିକଶିତ ଜିଲ୍ଲାରେ ପରିଣତ ହେବ ଖୋର୍ଦ୍ଧା

Published By : Anindita Ratha | July 29, 2025 8:26 AM

ଖୋର୍ଦ୍ଧା,୨୯/୦୭: ସୋମବାର ଖୋର୍ଦ୍ଧା ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ବ ଗ୍ରହଣ କଲେ ଅମ୍ରିତ୍‌ ଋତୁରାଜ । ଭାରପ୍ରାପ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି । ଜିଲ୍ଲାପାଳ ଦାୟିତ୍ବ ଗ୍ରହଣ ପରେ ଅମ୍ରିତ୍‌ ଋତୁରାଜ କହିଛନ୍ତି, ଜନପ୍ରତିନିଧି ଓ ପ୍ରଶାସନିକ କଳ ସମନ୍ୱୟରେ ଖୋର୍ଦ୍ଧା ଏକ ବିକଶିତ ଜିଲ୍ଲାରେ ପରିଣତ ହେବ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା ଲୋକଙ୍କ ନିକଟରେ ପହଞ୍ଚାଇବା ଏବଂ ଅଭିଯୋଗ ଗୁଡ଼ିକର ତ୍ୱରିତ ସମାଧାନ ଉପରେ ପ୍ରାଥମିକତା ଦିଆଯିବ । 

ସେହିପରି ପାଇକ ସ୍ମାରକୀ କାର୍ଯ୍ୟ ମନ୍ଥର ହେବା ସମ୍ପର୍କରେ ସେ କହିଛନ୍ତି ଯେ, ବୀର ସଂଗ୍ରାମୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିର ସୁରକ୍ଷା ପ୍ରଶାସନର ପ୍ରଥମ ଦାୟିତ୍ୱ । ସମସ୍ତଙ୍କ ସହଯୋଗ ଓ ସହଭାଗିତାରେ ଜିଲ୍ଲାର ପ୍ରଗତିର ଧାରା ଆଗେଇବ । ବେଗୁନିଆ, ବୋଲଗଡ଼, ଟାଙ୍ଗୀ ଓ ନାଚୁଣୀ ବିଜ୍ଞାପିତ ପରିଷଦ ମାନ୍ୟତା ସମ୍ପର୍କରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରି ସମାଧାନ କରିବା ଏବଂ ପୁଲିସ, ଅବକାରୀ ବିଭାଗର ମିଳିତ ଉଦ୍ୟମରେ ନିଶାମାଫିଆଙ୍କୁ ସାବାଡ଼ କରାଯିବ ବୋଲି ଜିଲ୍ଲାପାଳ ଋତୁରାଜ ପ୍ରକାଶ କରିଛନ୍ତି । ପ୍ରକାଶ ଥାଉକି,  ଅମ୍ରିତ୍‌ ଋତୁରାଜ  ଏହା ପୂର୍ବରୁ କନ୍ଧମାଳ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.