ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ଟିକରପଡାରେ ବଡ଼ ଅଘଟଣ, ୮ ବର୍ଷର ନାବାଳକଙ୍କୁ ଟାଣିନେଲା କୁମ୍ଭୀର

ଅନୁଗୁଳ, ୨୯/୦୬ : ଅନୁଗୁଳ ଟିକରପଡାରେ ବଡ଼ ଅଘଟଣ। ୮ ବର୍ଷର ନାବାଳକଙ୍କୁ ଟାଣିନେଲା କୁମ୍ଭୀର। ମହାନଦୀରେ ଗାଧୋଇବା ବେଳେ ନାବାଳକଙ୍କୁ କୁମ୍ଭୀରଟି ଟାଣି ନେଇଛି। ନାବାଳଙ୍କ ମୃତଦେହ ଉଦ୍ଧାର ହୋଇଛି।

ସୂଚନାନୁଯାୟୀ, ଟିକରପଡ଼ାର ସମୀର ନାୟକ ଶନିବାର ନଦୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ଏକ କୁମ୍ଭୀର ତାଙ୍କୁ ମହାନଦୀ ଗଣ୍ଡକୁ ଟାଣି ନେଇଥିଲା। ବହୁ କଷ୍ଟରେ ସ୍ଥାନୀୟ ଲୋକ ସମୀରକୁ ଉଦ୍ଧାର କରିଛନ୍ତି। ଘଟଣା ସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.