ପ୍ରମୂଖ ଖବର
  • ସୁପର-୮ ମୁକାବିଲା: ବାଂଲାଦେଶକୁ ୫୦ ରନରେ ହରାଇଲା ଭାରତ
  • ||
  • ପରୀକ୍ଷା ହେବାର ଗୋଟିଏ ଦିନ ପୂର୍ବରୁ NEET-PG ଏଣ୍ଟ୍ରାସ୍ ସ୍ଥଗିତ
  • ||
  • ରବିବାରଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଶ୍ରୀବଳଦେବଜିଉ ମନ୍ଦିରରେ କରିବେ ପୂଜାର୍ଚ୍ଚନା
  • ||
  • ଓଟିଇଟି-୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ: ଅଗଷ୍ଟ ୯ରେ ପରୀକ୍ଷା, ଜୁନ୍ ୨୪ରୁ ଆବେଦନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍ ସୁପର ୮ ବାଂଲାଦେଶକୁ ଭେଟିବ ଭାରତ, ରୋହିତ, କୋହଲିଙ୍କ ପାଇଁ ସ୍ପିନ୍‌ ପରୀକ୍ଷା
  • ||
  • ରାଜ୍ୟର ୩୦ ଜିଲ୍ଲାକୁ ଛୁଇଁଲା ମୌସୁମୀ: ଆଜି କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷିପାରେ, ୨୭ରେ ଲଘୁଚାପ
  • ||
  • ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ର​‌ରେ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା. ୬୮ ଫ୍ଲାଟୁନ୍ ଫୋର୍ସ ମୁତୟନ
  • ||
  • ପୁରୀ: ଆଜି ପବିତ୍ର ସ୍ନାନଯାତ୍ରା , ରତ୍ନସିଂହାନରୁ ସ୍ନାନବେଦୀକୁ ଧାଡି ପହଣ୍ଡିରେ ବିଜେ କରୁଛନ୍ତି ଶ୍ରୀଜିଉ
  • ||

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ, ବୈଠକରେ ୨ ଉପମୁଖ୍ୟମନ୍ତ୍ରୀ ସାମିଲ

ଭୁବନେଶ୍ବର,୧୪/୬ :  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଡାକିଛନ୍ତି ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ବପୂର୍ଣ୍ଣ ବୈଠକ । ବୈଠକରେ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ା ସାମିଲ ହୋଇଛନ୍ତି । ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ବି ଉପସ୍ଥିତ ରହିଛନ୍ତି । ସେହିଭଳି ଉନ୍ନୟନ କମିଶନର, ବିଭାଗୀୟ ସଚିବ ବି ଉପସ୍ଥିତ ଅଛନ୍ତି । 

ପ୍ରକାଶ ଯେ, ଏହି ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା ହେଉଛି । ଅସ୍ଥାୟୀ କାର୍ଯ୍ୟାଳୟରେ ଏହି ବୈଠକ ହେଉଛି । ନୂଆ ସରକାର ଆସିବା‌ ପରେ ସମ୍ପୂର୍ଣ୍ଣ ଆକ୍ସନ ମୁଡ଼ରେ ଅଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାରମ୍ଭିକ ଅବସ୍ଥାରେ ସବୁ ବିଭାଗର ସଚିବଙ୍କୁ ଡାକି ଏହି ବୈଠକ କରୁଛନ୍ତି।   ପ୍ରଥମ ଦିନର କ୍ୟାବିନେଟ ମିଟିଂ ପରେ ଯେଉଁ ସବୁ ଘୋଷଣା ହୋଇଥିଲା ତାହା ଉପରେ ବିସ୍ତୃତ ଆଲୋଚନା ହେଉଛି ବୋଲି ଯାହା ସୂଚନା ମିଳୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.