ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଶୌଚ ପାଇଁ ଯିବା ବେଳେ ଆକ୍ରମଣ କଲା ବାରାହ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

କାମାକ୍ଷାନଗର,୧୮/୦୭: ଶୌଚ ପାଇଁ ଯିବା ବେଳେ ଆକ୍ରମଣ କଲା ବାରାହା। ଗୁରୁତର ଅବସ୍ଥାରେ  ମେଡିକାଲରେ ଭର୍ତି। ଗୁରୁତର ଜଣକ କାମାକ୍ଷାନଗର ଥାନା ବମ୍ପୁ ଗ୍ରାମର ବେଣୁଧର ଦେହୁରୀ ବୋଲି ଜଣାପଡିଛି।                                                                   ସୂଚନା ଅନୁଯାୟୀ, ବେଣୁଧର ଗୁରୁବାର ସକାଳେ ଶୌଚ ପାଇଁ ଗ୍ରାମ ନିକଟସ୍ଥ ନାଳକୁ ଯାଇଥିଲେ ।  ଏହି ସମୟରେ ବାରାହାଟି ହଠାତ ଆକ୍ରମଣ କରିଥିଲା । ଫଳରେ ଗୁରୁତର ହୋଇଥିଲେ ବେଣୁଧର। ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରିଥିଲେ ଗ୍ରାମବାସୀ। ପରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ । ବେଣୁଧରଙ୍କ ଡାହାଣ ଜଙ୍ଘରେ ଗୁରୁତର ଆଘାତ ଲାଗିଛି। ତାଙ୍କର ଚିକିତ୍ସା ଜାରି ରହିଥିବା ବେଳେ,ବର୍ତ୍ତମାନ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.