ପ୍ରମୂଖ ଖବର
  • ସନ୍ଧ୍ୟାରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ, ସାଂସ୍କୃତିକ କାର୍ଯ୍ୟକ୍ରମରେ ହେବେ ସାମିଲ
  • ||
  • ଝାରସୁଗୁଡ଼ା ଇକୋ ପାର୍କରେ ଅଗ୍ନିକାଣ୍ଡ, ଜଳିଗଲା ୨୨ ହଜାରରୁ ଉର୍ଦ୍ଧ୍ୱ ଗଛ
  • ||
  • କଟକ : ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ
  • ||
  • ବଲାଙ୍ଗୀର : ବରକୁ ହତ୍ୟା ଷଡ଼ଯନ୍ତ୍ର ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ପୁରୀ : ବାଲିକପିଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼, ରାତି ୩ଟାରେ ଉଠିବ ମହାଦୀପ
  • ||
  • ବାଲେଶ୍ୱର : ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଶିବରାତ୍ରୀ ପାଇଁ ବାବା ଧବଳେଶ୍ୱରଙ୍କ ପୀଠରେ ଭକ୍ତଙ୍କ ସମାଗମ, ରାତି ୧ଟାରେ ଉଠିବ ମହାଦୀପ
  • ||
  • ଶ୍ରୀଲିଙ୍ଗରାଜ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼, ଠେଲାପେଲା ଭିତରେ ୨ ମହିଳା ଗୁରୁତର
  • ||
  • ଭଦ୍ରକ : ଦୁର୍ଘଟଣାଗ୍ରସ୍ତ ହୋଇ ଓଭର୍ ବ୍ରିଜ୍‌ରୁ ତଳକୁ ଖସିଲା ଦୁଇ ଟ୍ରକ୍‌, ୩ ଗୁରୁତର
  • ||
  • ଜାଗର ପାଇଁ ଚଳଚଞ୍ଚଳ ଲୋକନାଥଙ୍କ ପୀଠ, ଭୋର ୩ଟାରେ ଉଠିବ ମହାଦୀପ
  • ||

ବାବା ଆଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟିର ପାଣ୍ଠି, ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ

Published By : Prameya | February 26, 2025 11:41 AM

ଭୁବନେଶ୍ଵର, ୨୬/୦୨ : ବାବା ଆଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟିର ପାଣ୍ଠି ଘୋଷଣା। ବାବା ଆରଡ଼ିଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ମିଳିଲା ୧୦ କୋଟି ଟଙ୍କାର ଅନୁଦାନ। ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ଉନ୍ନୟନ ପାଣ୍ଠିରୁ ୧୦ କୋଟି ଟଙ୍କା ମନ୍ଦିରକୁ ପ୍ରଦାନ କରିଛନ୍ତି। ଏନେଇ ଉଚ୍ଚ ଶିକ୍ଷା ତଥା ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି।

ପବିତ୍ର ଜାଗର ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ବାବା ଆଖଣ୍ଡଳମଣିଙ୍କ ପୀଠରେ ପହଞ୍ଚିଛନ୍ତି। ମନ୍ଦିର ପରିସରରେ ଥିବା ଗଣେଶ ମଣ୍ଡପରେ ସଂକଳ୍ପ, ଶ୍ରାବଣୀ ମହାଦେବଙ୍କ ନିକଟରେ ପୂଜାର୍ଚ୍ଚନା ସହ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଛନ୍ତି । ଏହାପରେ ମନ୍ଦିର ପରିକ୍ରମା କରି ମନ୍ଦିରକୁ ଅନୁଦାନ ରାଶି ପ୍ରଦାନ କରିଛନ୍ତି।


ଏହି ଖବରଟିକୁ ପଢନ୍ତୁ-ବାଲିକପିଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼, ରାତି ୩ଟାରେ ଉଠିବ ମହାଦୀପ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.