ପ୍ରମୂଖ ଖବର
  • ପାଣିକୋଇଲି : ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ଅଳଙ୍କାର ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଜପତି : ଧରାପଡ଼ିଲା ଅନ୍ତରାଜ୍ୟ ବାଇକ୍‌ ଚୋର, ୧୯ ବାଇକ୍ ଜବତ
  • ||
  • ବ୍ରହ୍ମପୁର : ନଡ଼ିଆ ଦୋକାନ ଉପରକୁ ମାଡିଗଲା କାର୍‌, ନଡ଼ିଆ ବିକାଳୀ ମୃତ
  • ||
  • ବାରିପଦା : ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ
  • ||
  • ସାଲେପୁର : ଯୁବତୀଙ୍କୁ ବିବାହ ପ୍ରତିଶୃତି ଦେଇ ଯୁବକ ଗିରଫ
  • ||
  • ଦିନିକିଆ ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍’
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ଘର ଭିତରକୁ ପଶିଲା କାର୍‌, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • କେନ୍ଦୁଝର : ଦନ୍ତା ଆକ୍ରମଣରେ ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଦଶହରା ପୂର୍ବ ଆସିଲା ଖୁସି ଖବର, ଆସନ୍ତା ୯ ତାରିଖରେ ମହିଳାଙ୍କ ଖାତାକୁ ଯିବ 'ସୁଭଦ୍ରା' ଟଙ୍କା
  • ||
  • କୋଣାର୍କ : ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ମାଲକାନଗିରି : ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ, ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୁଲିସ, ସମସ୍ତଙ୍କର ପଲିଗ୍ରାଫ ଟେଷ୍ଟ୍‌ କରାଇବ କ୍ରାଇମ୍‌ବ୍ରାଞ୍ଚ୍‌
  • ||
  • ମଧ୍ୟପ୍ରଦେଶରେ ବଡ଼ ଧରଣର ସଡ଼କ ଦୁର୍ଘଟଣା, ୯ଜଣଙ୍କ ମୃତ୍ୟୁ
  • ||
  • ଭୁବନ : ନାଳରେ ବୁଡି ଯୁବକଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଫରେଷ୍ଟରଙ୍କ ସୁଇସାଇଡ ନୋଟ ପାଇ ବି ବନ ବିଭାଗ ଓ ପୁଲିସ ନିରବ: ପତ୍ନୀ ବିଚଳିତ, ଶୁଦ୍ଧିକ୍ରିୟାରେ ଅଘଟଣ
  • ||
  • ଭୁବନେଶ୍ୱର : ଓଲଟିଲା କ୍ଷୀର ବୋଝେଇ କଣ୍ଟେନର, ୩ ଆହତ
  • ||
  • ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ: ଏବେ ବି ୪ ଜିଲ୍ଲା ନିଅଣ୍ଟିଆ ବର୍ଷା, ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ
  • ||
  • ଭୁବନେଶ୍ୱର : ଡ୍ରଙ୍କେନ୍ ଡ୍ରାଇଭ୍ ଚେକିଂ ବେଳେ କାରରୁ ମିଳିଲା ଟଙ୍କା; ଚାଳକ ଅଟକ, କାର୍ ଓ ଟଙ୍କା ଜବତ
  • ||

ଭଦ୍ରକ ହିଂସାକାଣ୍ଡ ଘଟଣା : ଆଉ ୪୮ ଘଣ୍ଟା ବଢିଲା ଇଣ୍ଟରନେଟ କଟକଣା

ଭଦ୍ରକ, ୨୯।୯ : ଭଦ୍ରକ ହିଂସାକାଣ୍ଡ ଘଟଣାରେ ଧାମନଗର ଓ ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ଅଞ୍ଚଳରୁ ମୋଟ ୧୫ ଜଣଙ୍କୁ ଗିରଫ କରିଛି ପୋଲିସ ।  ଧାମନଗର ଥାନା ପକ୍ଷରୁ ୭ ଓ ପୁରୁଣାଵଜାର ଥାନା ପକ୍ଷରୁ ୮ଜଣଙ୍କୁ ଗିରଫ କରାଯାଇଛି।  ପୁର୍ବରୁ ୪୮ ଘଣ୍ଟା ପାଇଁ   ଇଣ୍ଟରନେଟରେ କଟକଣା ଥିବା ବେଳେ ଏହି ଇଣ୍ଟରନେଟ ସେବାକୁ ଆହୁରି ୪୮ ଘଣ୍ଟା ପାଇଁ ବନ୍ଦ କରାଯାଇଛି । ଜରୁରୀକାଳୀନ ସେବା ପାଇଁ କେବଳ ଲିଜ ଲାଇନରେ ଇଣ୍ଟରନେଟ ସେବା     ସକାଳ ୭ଟାରୁ୍ ଜାରି ରହିବ । 

ଜିଲ୍ଲା ର ପୁରୁଣା ବଜାର , ଧାମନଗର ଏନଏସି, ଦୋବଲରେ ପୂର୍ବ ଭଳି ଵିଏନଏସ ୧୬୩ ଧାରା ଜାରି ରହିବ। ପୁରୁଣାଵଜାର ଓ ଦୋବଲ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ତେଣୁ ପୁରୁଣାଵଜାର , ଧାମନଗର ଓ ଦୋବଲରେ ଆରଏଏଫ ପକ୍ଷରୁ   ଫ୍ଲାଗମାର୍ଚ ହେବା ସହ ନିୟମିତ ପାଟ୍ରୋଲିଂ ଓ ବ୍ଲକିଂ ହେଉଛି । ଧାମନଗରରେ ୬ପ୍ଲାଟୁନ ଫୋର୍ସ ସହ  ଏକ କମ୍ପାନୀ ଆରଏଏଫ ଫୋର୍ସ ମୃତୟନ ଓ ସେହିଭଳି ପୁରୁଣାଵଜାର ୧୨ପ୍ଲାଟୁନ ଫୋର୍ସ ସହ  ଏକକମ୍ପାନୀ ଆରଏଏଫ ଫୋର୍ସ ମୃତୟନ ହୋଇଛନ୍ତି। ଗିରଫ ଦାରୀ ସଂଖ୍ୟା ଆଗକୁ ଆହୁରି ବଢିବ ବୋଲି କହିଛନ୍ତି ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ୍‌ ନାୟକ । ତେବେ ଧାମନଗର ଅଞ୍ଚଳରେ ଦୋକାନ ବଜାର ବନ୍ଦ ରହୁଥିବା ବେଳେ ପୁରୁଣା ବଜାର ଅଞ୍ଚଳରେ ଅଧିକାଂଶ ସମ୍ବେଦନଶୀଳ ଅଞ୍ଚଳରେ ଦୋକାନ ବଜାର ବନ୍ଦ ରହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.