ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଅନୁଭବ ମହାନ୍ତି ଏବଂ ଦୁଇ ସହଯୋଗୀଙ୍କ ବିରୋଧରେ ଚାର୍ଜଫ୍ରେମ୍‌, ଖୁବ୍‌ଶୀଘ୍ର ଆରମ୍ଭ ହେବ ତଦନ୍ତ

କଟକ,୨୦/୦୬ : ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷା ପ୍ରିୟଦର୍ଶିନୀଙ୍କ ନିର୍ଯାତନା ମାମଲା।ଅନୁଭବ ମହାନ୍ତି ଏବଂ ତାଙ୍କର ଦୁଇ ସହଯୋଗୀ ସୁଜିତ୍‌ ଦଳେଇ ଏବଂ ଖଗେନ୍ଦ୍ର ପ୍ରସାଦ ସାହୁଙ୍କ ବିରୋଧରେ  ଚାର୍ଜଫ୍ରେମ୍‌। ଏହା ପରେ ତିନିଜଣଙ୍କ ବିରୋଧରେ ମାମଲାର ବିଚାର ଆରମ୍ଭ ହେବ । 

ଆଜି ଅଭିନେତା ଅନୁଭବ ମହାନ୍ତି  କୋର୍ଟରେ ହାଜର ହୋଇଛନ୍ତି । ଘରୋଇ ହିଂସା ମାମଲାରେ ତାଙ୍କ ବିରୋଧରେ କିଛି ଦିନ ପୂର୍ବରୁ ଜାମିନ ବିହୀବିନ ପରୱାନା (NBW) ଜାରି ହୋଇଥିଲା। ଜେଏମ୍ଏଫ୍‌ସି କୋର୍ଟ ଏନ୍‌ବିଡବ୍ଲୁ ଜାରି କରିଥିରିଲେ । ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଅନୁଭବ ମହାନ୍ତି ଓ ଦୁଇ ସହଯୋଗୀ ହାଜର ହୋଇଥିଲେ।  

ସୂଚନାନୁଯାୟୀ, ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷା ପ୍ରିୟଦର୍ଶିନୀ ନିର୍ଯାତନା ଅଭିଯୋଗ କରିଥିଲେ। ଏହି ମାମଲାକୁ ରଦ୍ଦ କରିବା ପାଇଁ ଅନୁଭବ କଟକ ଜେଏମ୍‌ଏଫସିଙ୍କ ଅଦାଲତ ତଥା ଏମ୍‌ପି/ଏମ୍‌ଏଲଏ ସ୍ୱତନ୍ତ୍ର ଅଦାଲତରେ ପିଟିସନ୍‌ ଦାଏର କରିଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.