ପ୍ରମୂଖ ଖବର
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି

Published By : Harapriya Sethi | May 17, 2025 11:39 AM

ବରଗଡ, ୧୭/୦୫: ବରଗଡ ଜିଲ୍ଲା ଅଦାଲତର ପବ୍ଲିକ ପ୍ରୋସିକ୍ୟୁଟର (ପିପି)ଙ୍କ ବଦଳି ପରେ ଅତିରିକ୍ତ ପିପି ଥିବା ଆଡ଼ଭୋକେଟ ଅନୁପ ଶତପଥିଙ୍କୁ ଭାରପ୍ରାପ୍ତ ପିପି ଭାବେ ନିଯୁକ୍ତି ଦିଆଯାଇଛି । ଏନେଇ ପବ୍ଲିକ ପ୍ରୋସିକ୍ୟୁଟର ନିର୍ଦ୍ଦେଶାଳୟରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ଅନୁପ ଶତପଥି ଦାୟିତ୍ୱ ନେଇଥିବା ଜଣାପଡିଛି । 

ପ୍ରକାଶ ଥାଉକି, ବରଗଡ଼ରେ କାର୍ଯ୍ୟରତ ପିପି ସଞ୍ଜୟ ପ୍ରଧାନଙ୍କୁ ପଦୋନ୍ନତି ମିଳିବା ପରେ ଅନୁପ ଶତପଥୀଙ୍କୁ କାମଚଳା ଦାୟିତ୍ୱ ଦିଆଯାଇଛି । ତେବେ ଏନେଇ ଓକିଲ ମହଲରେ ଖୁସି ଖେଳିଯାଇଛି । ସୂଚନାଯୋଗ୍ୟ ଯେ, ଅନୁପ ଶତପଥି ବର୍ତ୍ତମାନ ଜିଲ୍ଲା ଓକିଲ ସଂଘର କାର୍ଯ୍ୟକାରୀ କମିଟିର ସଦସ୍ୟ ଅଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.