ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ବ୍ରିଜ ତଳକୁ ଖସିଲା ସେଓ ବୋଝେଇ ଟ୍ରକ, ଲୋକେ ବୋହି ନେଲେ ୨୦ ଲକ୍ଷ ଟଙ୍କାର ସେଓ

ଭଦ୍ରକ, ୨୪।୯ :  ବ୍ରିଜ ୱାଲକୁ ଧକ୍କା ଦେଇ  ଓଲଟି ପଡ଼ିଛି ସେଓ ବୋଝେଇ ଟ୍ରକ । ଧକ୍କା ଏତେ ଜୋରରେ ହୋଇଥିଲା କି ବ୍ରିଜ ତଳକୁ ଖସିପଡିଛି ଟ୍ରକର କ୍ୟାବିନ  ଓ ଫଳ ବୋଝେଇ ଡାଲା   । ରାସ୍ତା ଉପରେ ରହିଛି ଟ୍ରକର ଚେଚିସ । ଦୁର୍ଘଟଣା ପରେ ଟ୍ରକରୁ  ପ୍ରାୟ ୨୦ ଲକ୍ଷ ଟଙ୍କାର ସେଓକୁ ସ୍ଥାନୀୟ ଲୋକେ ବୋହି ନେଇ ଯାଇଛନ୍ତି। ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା ଅଧୀନ ଡାହାଲା ନିକଟରେ ଦୁର୍ଘଟଣା ଘଟିଛି ।

ଦିଲ୍ଲୀରୁ  ଫଳ ନେଇ ଭୁବନେଶ୍ୱର ଅଭିମୁଖେ ଏକ ଟ୍ରକ ଯାଉଥିଲା। ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା ଅଧୀନ ଡାହାଲା ନିକଟରେ ଟ୍ରକଟି ଏକ ବ୍ରିଜ ପାଚେରୀକୁ ଧକ୍କା ଦେଇଥିଲା।ଦୁର୍ଘଟଣା ବେଳେ ଟ୍ରକର ଚେଚିସ ରାସ୍ତା ଉପରେ ରହିଯାଇଥିବା ବେଳେ ଡ୍ରାଇଭର କ୍ୟାବିନ ଓ ଟ୍ରକର ଫଳ ବୋଝେଇ ଡାଲା ପୋଲ ତଳକୁ ଖସି ପଡ଼ିଥିଲା । ସ୍ଥାନୀୟ ଲୋକେ ପହଞ୍ଚି ପାଣି ଭିତରୁ ବ୍ୟାଗ ଓ ବସ୍ତାରେ ସେଓ ବୋହି ନେଇଥିଲେ। ପ୍ରାୟ ୨୦ ଲକ୍ଷ ଟଙ୍କାର ସେଓ ଲୋକେ ବୋହି ନେଇ ଯାଇଛନ୍ତି। ତେବେ ଗାଡ଼ିର କର୍ମଚାରୀ ସୁରକ୍ଷିତ ଥିବା ଜଣାପଡିଛି। ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.