ପ୍ରମୂଖ ଖବର
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଜୁନ ୩ରୁ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ

ଭୁବନେଶ୍ବର,୨୯।୫ : ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ ୩ରେ ନାମଲେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ ୩ ରେ ନାମଲେଖା ପାଇଁ ଜୁନ ୩ରୁ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ଜୁନ୍ ୩ ଅପରାହ୍ନ ୪ଟାରୁ ଅନଲାଇନ୍ ଆବେଦନ ଆରମ୍ଭ । http://samsodisha.gov.inରେ ଜୁନ୍ ୧୭ ପର୍ଯ୍ୟନ୍ତ ଆବେଦନ କରିପାରିବେ। ଜୁନ୍ ୧୮ରୁ ୧୯ ମଧ୍ୟରେ CAFର ତ୍ରୁଟି ସୁଧାରି ପାରିବେ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.