ପ୍ରମୂଖ ଖବର
  • ଜୟସ୍ୱାଲ ଏବଂ ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ, ପନ୍ତ ଆହତ: ଟିମ୍ ଇଣ୍ଡିଆର ସ୍କୋର ୨୬୪/୪
  • ||
  • Myntra ବିରୋଧରେ ମାମଲା ରୁଜୁ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଫେମା ଆଇନ୍ ଉଲ୍ଲଂଘନ ଅଭିଯୋଗ
  • ||
  • ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ୨ ବାଟାଲିଅନ ଗଠନକୁ ମଞ୍ଜୁରି, ୨୦୮୦ ନୂତନ ପଦବୀ ସୃଷ୍ଟି
  • ||
  • କଟକର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ, ICC ରିପୋର୍ଟ ନଦେଲେ ହେବ କାର୍ଯ୍ୟାନୁଷ୍ଠାନ
  • ||
  • ରକ୍ଷାବନ୍ଧନରେ ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ଲକ୍ଷେ ୮୮ ହଜାର ମହିଳାଙ୍କୁ ପୁଣି ସୁଯୋଗ
  • ||
  • ବଲାଙ୍ଗୀର : ମଦଭାଟିରେ ପହଲବାନଙ୍କୁ ହତ୍ୟା ଅଭିଯୋଗ, ତଦନ୍ତ କରୁଛି ପୁଲିସ
  • ||
  • ଗୁରୁବାର ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଗ୍ୱାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା; ୪ ମୃତ, ୬ ଆହତ
  • ||
  • ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି, ଆକାଶପଥକୁ କଡ଼ାକଡ଼ି କଲେ ଦୁଇଦେଶ
  • ||
  • ଗୁରୁବାର ସୃଷ୍ଟି ହେବ ଲଘୁଚାପ : ୨୮ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଆଜିଠୁ ଚତୁର୍ଥ ଟେଷ୍ଟ : ଓଲ୍ଡ ଟ୍ରାଫୋର୍ଡରେ ଭାରତ ପାଇଁ 'କର ବା ମର', ସିରିଜ ବିଜୟ ଲକ୍ଷ୍ୟରେ ଇଂଲଣ୍ଡ
  • ||
  • ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||

ଉତ୍କଳ ବିଶ୍ଵବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ନିଯୁକ୍ତି ରଦ୍ଦ; ହାଇକୋର୍ଟଙ୍କୁ ଅବଗତ କଲେ ଆଡଭୋକେଟ୍ ଜେନେରାଲ

Published By : Harapriya Sethi | July 23, 2025 1:07 PM

ଭୁବନେଶ୍ୱର,୨୩ ୦୭: ରଦ୍ଦ ହେଲା ଉତ୍କଳ ବିଶ୍ଵବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ନିଯୁକ୍ତି । ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କ ନିଯୁକ୍ତିକୁ କୁଳାଧିପତି ରଦ୍ଦ କରିଛନ୍ତି । ଜୁଲାଇ ୨୨ରେ କୁଳାଧିପତି ରଦ୍ଦ କରିଥିବା ନେଇ ହାଇକୋର୍ଟଙ୍କୁ ଅବଗତ କରାଇଲେ ଆଡଭୋକେଟ ଜେନେରାଲ । ଏହି ନିଯୁକ୍ତିକୁ ଓଡିଶା ବିଶ୍ଵବିଦ୍ୟାଳୟ ଅଧିନିୟମ, ୧୯୮୯ର ଉଲ୍ଲଙ୍ଘନ ବୋଲି ଦର୍ଶାଇ ରୁଜୁ ଜନସ୍ୱାର୍ଥ ମାମଲାର ଆଜି ଶୁଣାଣି ବେଳେ ଏହା ଜଣାପଡ଼ିଥିଲା । 

ତେବେ ପୂର୍ବତନ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ସରିବା ପରେ ପିଜି କାଉନସିଲ ଅଧକ୍ଷ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କୁ ଭାରପ୍ରାପ୍ତ କୁଳପତି ଭାବେ ନିଯୁକ୍ତି ଦିଆଯାଇଥିଲା । ଯାହାକୁ ବିରୋଧ କରି ଆଇନଜୀବୀ ପ୍ରବୀର ଦାସ ଉଚ୍ଚ ନ୍ୟାୟାଳୟରେ ଜନ ସ୍ୱାର୍ଥ ମାମଲା କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.