ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଏଆରଆଇ

Published By : Anindita Ratha | January 10, 2025 2:55 PM

ଭୁବନେଶ୍ବର, ୧୦/୦୧ : ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ନେବା ପଡିଲା ମହଙ୍ଗା । ଜମିଜମା ସଂକ୍ରାନ୍ତୀୟ ମାମଲାର ଫଇସଲା ପାଇଁ ଲାଞ୍ଚ ନେଉଥିଲେ ଏଆରଆଇ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ।  ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲ ଅଧିନସ୍ଥ ସୋରଣ ଏଆରଆଇ କୈଳାଶ ଚନ୍ଦ୍ର ବେହେରା ଭିଜିଲାନ୍ସ ଜାଲରେ ଫସିଥିବା ଜଣାପଡିଛି । 

ସୂଚନା ମୁତାବକ, ସୋରଣ ଏଆରଆଇ କୈଳାଶ ଚନ୍ଦ୍ର ବେହେରା ବସୁନ୍ଧରା ଯୋଜନା ଅଧିନରେ ଥିବା  ଜମିଜମା ସଂକ୍ରାନ୍ତୀୟ ମାମଲାର ଫଇସଲା ଲାଞ୍ଚ ମାଗିଥିଲେ । ଆଉ ଅଭିଯୋଗକାରୀ ୨୦ ହଜାର ଟଙ୍କା ଲାଞ୍ଚ ଦେବା ବେଳେ ମାଡ଼ି ବସିଲା ଭିଜିସାନ୍ସ । ପୂର୍ବରୁ  ଏନେଇ ଅଭିଯୋଗକାରୀ ଭିଜିଲାନ୍ସକୁ ଜଣାଇବା ପରେ ଯୋଜନା ମୁତାବକ ଅଭିଯୋଗକାରୀ ଟଙ୍କାକୁ ଲାଞ୍ଚ ଆକାରରେ ଦେଉଥିଲେ । ଆଉ ସେହି ସମୟରେ ଲାଞ୍ଚ ଟଙ୍କା ସହ ଧରାପଡିଛନ୍ତି  ଏଆରଆଇ ।ନିକଟରେ ଦେଖିବାକୁ ମିଳିଛି ଅନେକ ସରକାରୀ ଅଧିକାରୀ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡୁଛନ୍ତି । ଲଞ୍ଚ ନେବା ଅପରାଧ ଜାଣିବା ପରେ ରାଜ୍ୟରେ ଏହି ଘଟଣା ବୃଦ୍ଧି ପାଇବାରେ ଲାଗିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.