ପ୍ରମୂଖ ଖବର
  • ମନ୍ତ୍ରୀଙ୍କ ଓଏସ୍‌ଡି, ବ୍ୟକ୍ତିଗତ ସଚିବ ନିଯୁକ୍ତି ପାଇଁ ମାର୍ଗଦର୍ଶିକା: ସିସିଆର୍‌ ଭଲ ନ ଥିଲେ ମିଳିବନି ନିଯୁକ୍ତି
  • ||
  • ଅକ୍ଟୋବର୧୦ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ, ଖୋଲା ଜିପ୍‌ରେ ବସି ଜଙ୍ଗଲ ସଫାରୀର ମଜା ନେବେ ପର୍ଯ୍ୟଟକ
  • ||
  • ଭିଜିଲାନ୍ସ ପଞ୍ଝାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍
  • ||
  • ଫ୍ଲୋରିଡାରୁ ସ୍ପେସ୍‌ଏକ୍ସ ଫାଲକନ୍‌ ରକେଟ୍‌ର ସଫଳ ଲଞ୍ଚ୍, ଗ୍ରହାଣୁ ଉପରେ ଅଧ୍ୟୟନ କରିବ ‘ହେରା ମିଶନ’
  • ||
  • ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ, କାର୍ତ୍ତିକ ମାସ ନୀତି ନିର୍ଘଣ୍ଟରେ ଲାଗିବ ମୋହର
  • ||
  • ମଙ୍ଗଳବାର ଜମ୍ମୁ-କାଶ୍ମୀର ଏବଂ ହରିଆଣା ଭୋଟ ଗଣତି, ମଧ୍ୟାହ୍ନ ସୁଦ୍ଧା ସ୍ପଷ୍ଟହୋଇଯିବ ଜନମତ ଚିତ୍ର
  • ||

ଓପିଏସସି ଅଧ୍ୟକ୍ଷ ଭାବେ ଦାୟିତ୍ଵ ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ, କହିଲେ 'ଗୁରୁ ଦାୟିତ୍ଵ ମିଳିଛି, ସୁଚାରୁ ରୂପେ ତୁଲାଇବି'

ଭୁବନେଶ୍ୱର, ୦୮/୧୦ : ଓଡ଼ିଶା ଲୋକ ସେବା ଆୟୋଗ ବା ଓପିଏସସି ଅଧ୍ୟକ୍ଷ ଭାବେ ଦାୟିତ୍ଵ ଗ୍ରହଣ କଲେ ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀ। ଦାୟିତ୍ଵ ଗ୍ରହଣ ପରେ ପ୍ରତିକ୍ରିୟା ରଖିଛନ୍ତି। ଅରୁଣ ଷଡ଼ଙ୍ଗୀ କହିଛନ୍ତି ଯେ, ଗୁରୁ ଦାୟିତ୍ଵ ମିଳିଛି, ସୁଚାରୁ ରୂପେ ତୁଲାଇବି। ଚୟନ ପ୍ରକ୍ରିୟାରେ ସ୍ଵଚ୍ଛତା ଆଣିବା ପ୍ରାଥମିକତା ରହିବ। ଟଙ୍କା ନେଇ କେହି ଚାକିରି ଦେବ କହୁଥିଲେ, ତାହା କେବଳ ଠକେଇ। ପରୀକ୍ଷାର୍ଥୀ ସେମାନଙ୍କ କଥା ଶୁଣନ୍ତୁ ନାହିଁ। ସାଢେ ୩୩ ବର୍ଷ ପରେ ବର୍ଦ୍ଦି ଓହ୍ଲାଇବା କଷ୍ଟ ଦେଇଛି। ବର୍ଦ୍ଦି ଥିଲା ମୋ ପରିଚୟ। ୧୦ ମାସ ପୂର୍ବରୁ ଖୋଲିବାକୁ ପଡିଛି। 

ସୂଚନାନୁଯାୟୀ, ଆଇପିଏସ ଅଧିକାରୀ ଅରୁଣ ଷଡ଼ଙ୍ଗୀ ଗତକାଲି ପୋଲିସ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେଇଥିଲେ। ଆଜି ଓପିଏସସିର ଅଧ୍ୟକ୍ଷ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି। ଓପିଏସସି କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ପ୍ରଥମେ ଗାର୍ଡ ଅଫ୍ ଅର୍ଣ୍ଣର ପ୍ରଦାନ କରାଯାଇଛି। ଏହାପରେ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.