ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

କିଏ ହେବେ ଦିଲ୍ଲୀର ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଆଯିବ ନିଷ୍ପତ୍ତି

ନୂଆଦିଲ୍ଲୀ,୧୬/୦୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା ହେବା ପରେ ସୋମବାର ଦିନ ରାଜଧାନୀରେ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ରହିଥିଲା। ଆମ୍ ଆଦମୀ ପାର୍ଟିରେ ନେତାଙ୍କ ଅନେକ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ ହୋଇଥିଲା। ତା’ପରେ ସନ୍ଧ୍ୟାରେ ଦଳର ପିଏସିର ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ସମ୍ଭାବ୍ୟ ସିଏମ୍‌ଙ୍କ ନାଁ ଉପରେ ଆଲୋଚନା କରାଯାଇଥିଲା। ବୈଠକ ପରେ ଆପ୍ ନେତା ସୌରଭ ଭରଦ୍ୱାଜ କହିଛନ୍ତି ଯେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତାଙ୍କ ପଦରୁ ଇସ୍ତଫା ଦେବେ। ଏଥିପାଇଁ ସେ ଉପରାଜ୍ୟପାଳଙ୍କ ଠାରୁ ସମୟ ମାଗିଛନ୍ତି।

ଦିଲ୍ଲୀ ସରକାରରେ ଥିବା ମନ୍ତ୍ରୀ ସୌରଭ ଭରଦ୍ୱାଜ କହିଛନ୍ତି ଯେ ସିଏମ୍ କେଜ୍ରିୱାଲ ରାଜନୈତିକ ବ୍ୟାପାର କମିଟି ବୈଠକରେ ଉପସ୍ଥିତ ଥିବା ସମସ୍ତ ଲୋକଙ୍କ ସହ ଗୋଟିଏ ପରେ ଗୋଟିଏ ଆଲୋଚନା କରିଛନ୍ତି। ଆସନ୍ତାକାଲି ସକାଳ ୧୧.୩୦ ରେ ବିଧାୟକ ଦଳର ଏକ ବୈଠକ ହେବ ଯେଉଁଥିରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ହେବ। ସେଠାରେ ଅରବିନ୍ଦ କେଜ୍ରିୱାଲ ସମସ୍ତଙ୍କ ସହ ଜଣ ଜଣ କରି କଥା ହେବେ, ତା’ପରେ ନାଁ ସ୍ଥିର ହେବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.