ପ୍ରମୂଖ ଖବର
  • କ୍ରିକେଟର ସବୁ ଫର୍ମାଟକୁ ବାଏ ବାଏ କହିଲେ ପିୟୂଷ ଚାୱଲା
  • ||
  • ଭୁବନେଶ୍ୱର ରେଳ ଭବନ ଠାରେ ଆୟୋଜିତ ନିଯୁକ୍ତି ମେଳାରେ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଅଗଷ୍ଟ ୩ରେ NEET PG, ନୂଆ ତାରିଖ ନେଇ NBEକୁ ସମୟ ଦେଲେ ସୁପ୍ରିମକୋର୍ଟ
  • ||
  • ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ସବୁ ଋତୁରେ ସହଜ ହେବ ଜମ୍ମୁରୁ ଶ୍ରୀନଗର ଯାତ୍ରା
  • ||
  • RBIର ବଡ଼ ଉପହାର; ଶସ୍ତା ହେବ ଘର-ଗାଡି EMI ,୦.୫୦% କମିଲା ରେପୋ ରେଟ୍
  • ||
  • ବ୍ରହ୍ମପୁର: ବଡ଼ବଜାରର ଥାନା ହରିଡ଼ାଖଣ୍ଡି ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଅନୁଗୁଳ: ଜନ୍ତୁ ଶିକାର ବେଳେ ମାଡି ବସିଲା ବନ ବିଭାଗ, ଜଣେ ଗିରଫ, ୩ କିଲୋ ଜିଆଇ ତାର ଜବତ
  • ||
  • ବାରଙ୍ଗ ଷଣ୍ଢପୁର ନିକଟରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ରାସ୍ତାରେ ଏକ ଟ୍ରକ୍ ସହ ଧକ୍କା
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣାରେ ବଡ଼ ଆକ୍ସନ, ଏୟାରପୋର୍ଟରୁ RCB ମାର୍କେଟିଂ ହେଡ୍ ଗିରଫ
  • ||
  • ଅଦିନିଆ ବର୍ଷା କ୍ଷୟକ୍ଷତି ଦାବିରେ ରାସ୍ତା ଅବରୋଧ, କୃଷକ ସଂଗଠନର ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ୯ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲରେ କରିବାକୁ ପଡ଼ିବ ପଞ୍ଜୀକରଣ
  • ||
  • ଇଂଲଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆ, ଶୁଭମନଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍, ବୁମରା ଖେଳିବେ ୩ଟି ଟେଷ୍ଟ
  • ||
  • ବଡ଼ଦେଉଳରେ ରୁକ୍ମିଣୀ ହରଣ ଏକାଦଶୀ ନୀତି, ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ଦର୍ଶନ କଟକଣା
  • ||
  • ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଢିଲା ଟ୍ରମ୍ପ-ମସ୍କ କଳି ; ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଚାହାନ୍ତି ମସ୍କ, କହିଲେ ଜେଡି ଭାନ୍ସଙ୍କୁ ମିଳୁ ରାଷ୍ଟ୍ରପତି ପଦ
  • ||
  • ଜୁନ୍‌ ୧୨ ଆଗରୁ ଫେରିବନି ମୌସୁମୀ : ଆଗକୁ ଆହୁରି ସିଝାଇବ, ଛଟପଟ କରିବ ତାତି, ଲଘୁଚାପ ହିଁଁ ଭରସା
  • ||

ବୃଦ୍ଧାଙ୍କ ମୃତ୍ୟୁ ଖବର ପାଇ ଆସିଲେନି ପରିବାର; ଶବ ସତ୍କାର କଲେ ଆଶ୍ରମ କର୍ତ୍ତୃପକ୍ଷ

Published By : Manash Sahoo | June 4, 2025 7:04 PM

ବାସୁଦେବପୁର ୦୩/୦୬; ବୃଦ୍ଧାଙ୍କ ମୃତ୍ୟୁକୁ ନେଇ ଭଦ୍ରକ ଜିଲ୍ଲା ବାସୁଦେବପୁର ସ୍ଥିତ ଜାଫରପୁର ଗାଁରେ ଥିବା ବାଲାଜୀ ବାସନ୍ତୀ ବୃଦ୍ଧାଶ୍ରମରେ ଶୋକର ଛାୟା । ୮୫ ବର୍ଷ ବୟସରେ ବୃଦ୍ଧା ଅହଲ୍ୟା ବଳଙ୍କ ମୃତ୍ୟୁ ହୋଇଛି । ସେ କିଛି ଦିନ ହେଲା ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । 

ସୂଚନା, ବାସୁଦେବପୁର ମୁନିସିପାଲିଟି ସ୍ଥିତ ଜାଫରପୁର ଗ୍ରାମରେ ବାଲାଜୀ ବାସନ୍ତୀ ଵୃଦ୍ଧାଶ୍ରମ ରହିଛି । ସେଠାରେ ୩୦ରୁ ଉର୍ଦ୍ଧ୍ବ ବୃଦ୍ଧ ଏବଂ ବୃଦ୍ଧା ଆଶ୍ରୟ ନେଇଛନ୍ତି । ଏମାନଙ୍କ ମଧ୍ୟରୁ ଆଜି ଚାନ୍ଦବାଲି ବ୍ଲକ୍ ସୁବଧିଆ ଗାଁର ଅହଲ୍ୟା ବଳଙ୍କ ମୃତ୍ୟୁ ହୋଇଛି । ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ । ଅହଲ୍ୟାଙ୍କ ମୃତ୍ୟୁ ନେଇ ପରିବାର ଲୋକଙ୍କୁ ଖବର ଦେଇଥିଲେ ଆଶ୍ରମ କର୍ତ୍ତୃପକ୍ଷ, ହେଲେ ବୃଦ୍ଧାଙ୍କ ପରିବାର ଲୋକ ଆସିନଥିଲେ । ଶେଷରେ ଟ୍ରଷ୍ଟର  ସଭାପତି, ସମ୍ପାଦକଙ୍କ ସହିତ ସଦସ୍ୟ ସଦସ୍ୟାଙ୍କ ବୃଦ୍ଧାଙ୍କୁ କାନ୍ଧରେ ଅନ୍ତିମ ସଂସ୍କାର କରିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.