ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲି ମାଡ଼, ଜ୍ଵାଇଁ ଗୁରୁତର ଶାଶୁ ଆହତ

Published By : Prameya | December 20, 2024 9:02 AM

ଆନନ୍ଦପୁର, ୨୦/୧୨ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲି ମାଡ଼। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ କଣ୍ଟିପାଳ ଖିଲାର ସାହିରେ ଏଭଳି ଘଟଣା ଘଟିଛି। ଶୁକ୍ରବାର ସକାଳୁ ପଡୋଶୀଙ୍କ ଆକ୍ରମଣରେ ବିଜୁ ପରିଡ଼ା ଓ ତାଙ୍କ ଶାଶୁ ଗୁରୁତର ଆହତ ହୋଇଛନ୍ତି। 

ସୂଚନାନୁଯାୟୀ, କଣ୍ଟିପାଳ ଖିଲାର ସାହିର ବିଜୁ ପରିଡା ଆଜି ସକାଳୁ ଏକ ଖାସି ନେଇ ବିକ୍ରି କରିବାକୁ ଯାଉଥିଲେ। ଏତିକି ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ପଡୋଶୀ ତାଙ୍କ ଉପରକୁ ଭୁଜାଲିରେ ଆକ୍ରମଣ କରିଥିଲେ। ଏହି ସମୟରେ ତାଙ୍କ ଶାଶୁ ପ୍ରମିଳା ପଲେଇ ଉଦ୍ଧାର କରିବାକୁ ଯାଇଥିବା ବେଳେ ସେ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ। ତେବେ ଭୁଜାଲି ମାଡ଼ରେ ବିଜୁ ପରିଡା ଗୁରୁତର ହୋଇଛନ୍ତି। ତାଙ୍କୁ ଶାଶୁ ଆହତ ହୋଇଛନ୍ତି। ଉଭୟଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.