ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ତୁଷୁରା ଥାନା ଆଇଆଇସି, କନେଷ୍ଟବଳଙ୍କୁ ସଂଘବଦ୍ଧ ଆକ୍ରମଣ

ବଲାଙ୍ଗୀର,୨୨।୮ : ୱାରେଣ୍ଟିମାନଙ୍କୁ ଧରିବାକୁ ଯାଇଥିବା ବେଳେ ବଲାଙ୍ଗୀର ତୁଷୁରା ଥାନା ଆଇଆଇସି ଓ କନେଷ୍ଟବଳଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ତୁଷୁରା ଥାନା ଅଧିକାରୀ ଶଶୀଭୂଷଣ ମିଶ୍ର ଓ କନେଷ୍ଟବଳ ଅରୁଣ ଜେନା ଆହତ ହୋଇଛନ୍ତି। 

ତୁଷୁରା ଥାନା ଅଧିକାରୀ ଶଶୀଭୂଷଣ ମିଶ୍ର ଓ କନେଷ୍ଟବଳ ଅରୁଣ ଜେନା ଓ୍ବାରେଣ୍ଟିମାନଙ୍କୁ  ଧରିବାକୁ ଯାଇଥିଲେ। ବଲାଙ୍ଗୀର ଦେଓଗାଁ ଥାନା ଅନ୍ତର୍ଗତ ସୋନଗଡ଼  ନଦୀ ଉପରେ ସେମାନଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଛି । ଏଥିରେ ଆଇଆଇସି ଆହତ ହୋଇଥିବା ବେଳେ କନେଷ୍ଟବଳ  ଅରୁଣ ଗୁରୁତର ହୋଇଛନ୍ତି।  ଅରୁଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.