ପ୍ରମୂଖ ଖବର
  • ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ, ୧୦ରୁ ଅଧିକ ଆହତ
  • ||
  • ଚିତ୍ରକୋଣ୍ଡା ପରେ ଯାଜପୁରରେ ଲଜ୍ଜ୍ୟା, ମା' ହେଲେ ଦଶମ ଶ୍ରେଣୀ ଛାତ୍ରୀ
  • ||
  • ଦାରିଙ୍ଗବାଡିରେ ପ୍ରଥମ ଜିଲ୍ଲା ସ୍ତରୀୟ 'ଇନଭେଷ୍ଟମେଣ୍ଟ ମିଟ୍‌-ଇନଭେଷ୍ଟ କନ୍ଧମାଳ' ଉଦ୍‌ଘାଟିତ
  • ||
  • ଢେଙ୍କାନାଳ : ସୁନା ଦୋକାନର ସଟର ତାଡି ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • କ୍ୟାପିଟାଲ ହସ୍ପିଟାଲ ଏକ୍ସରେ ରୁମ୍‌ରୁ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଆଠଗଡ଼ ବନଖଣ୍ଡରେ ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଦନ୍ତା ହାତୀର ଜୀବନ
  • ||
  • ମାର୍ଚ୍ଚ ୧୩ରୁ ସିୟୁଇଟି ପିଜି ପରୀକ୍ଷା, ୧୫୭ ବିଷୟରେ ୪ ଲକ୍ଷ ୧୨ ହଜାର ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍
  • ||
  • କୋରାପୁଟ : ଭାରସାମ୍ୟ ହରାଇ ବ୍ରିଜ୍‌ରୁ ଖସିଲା ବାଇକ୍‌: ୨ ମୃତ, ଜଣେ ଗୁରୁତର
  • ||
  • ଆଇସିସି ଚାମ୍ପିଅନ୍ସ ଟ୍ରଫି: ଆଜି ମୁହାଁମୁହିଁ ହେବେ ପାକିସ୍ତାନ- ବାଂଲାଦେଶ, ବିଜୟ ପାଇଁ ସବୁ ଶକ୍ତି ଖଟାଇବେ
  • ||
  • ଆସାମରେ ଭୂକମ୍ପ ଝଟ୍‌କା ଅନୁଭୂତ,ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୦ ରେକର୍ଡ
  • ||
  • ଗୁରୁବାର ଓଡ଼ିଶା ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା, କାଲି ପୁରୀରେ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ
  • ||
  • ଆଗକୁ ୮୦ଦିନ ଗ୍ରୀଷ୍ମ ଲହରି, ୨୦୦୯ରୁ ଓଡ଼ିଶାରେ ତାପମାତ୍ରାରେ ସାଂଘାତିକ ବୃଦ୍ଧି
  • ||

ମୋ’ ବସକୁ ପଛରୁ ପିଟିଲା ଅଟୋ , ଜଣେ ଗୁରୁତର

Published By : Prameya | February 27, 2025 4:23 PM

ଭୁବନେଶ୍ବର,୨୭।୨ : ମୋ’ ବସକୁ ପଛରୁ ଧକ୍କା ଦେଲା ଅଟୋ। ଏଥିରେ ଅଟୋ ଚାଳକ ଜଣକ  ଗୁରୁତର ହୋଇଛନ୍ତି। କଟକ ଗଣେଶ ଘାଟ ନିକଟରେ ଦୁର୍ଘଟଣା ଘଟିଛି। ସ୍ଥାନୀୟ ଲୋକଙ୍କ ସହଯୋଗରେ ଅଟୋ ଚାଳକଙ୍କୁ  ଏସସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। 

ବେଲଭ୍ୟୁ ଛକ ଆଡୁ ବାଦାମବାଡ଼ି ଆଡକୁ ୧୮ ନମ୍ବର ମୋ ବସ ଯାଉଥିଲା। ଗଣେଶ ଘାଟ ନିକଟରେ ମୋ ବସକୁ  ପଛପଟୁ ଧକ୍କା ଦେଇଥିଲା ଏକ ଅଟୋ । ଏଥିରେ ଅଟୋ ଚାଳକ ଜଣକ ଗୁରୁତର ହୋଇଥିଲେ। ତେବେ ବସ ଚାଳକ ଅଚାନକ ବ୍ରେକ ମାରିବା କାରଣରୁ ଏଭଳି ଦୁର୍ଘଟଣା ଘଟିଥିବା ଅଭିଯୋଗ ହୋଇଛି।  କିନ୍ତୁ ଅଭିଯୋଗ  ସମ୍ପର୍କରେ କୌଣସି ସତ୍ୟତା ଜଣାପଡି ନାହିଁ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.