ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଧୁକୁଡ଼ି ଦ୍ଵାର ନିକଟରେ ପଡ଼ିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ ନୀତି

ପୁରୀ, ୩୧/୦୮ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି। ସକାଳ ଧୂପ ବଢି ଭୋଗମଣ୍ଡପ ଉଠିବା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଧୁକୁଡ଼ି ଦ୍ଵାର ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ହୋଇଛି।

ସୂଚନାନୁଯାୟୀ, ଶ୍ରୀମନ୍ଦିର ଧୁକୁଡ଼ି ଦ୍ଵାର ନିକଟରେ ଜଣେ ଭକ୍ତଙ୍କ ଗୋଡରେ ଆଘାତ ଲାଗି ରକ୍ତଛିଟା ପଡିଥିଲା। ତେଣୁ ସକାଳ ଧୂପ ବଢି ଭୋଗମଣ୍ଡପ ଉଠିବା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ଦିନ ୧ଟା ପରେ ମହାପ୍ରଭୁଙ୍କ ଦର୍ଶନ ପୁଣି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତିକାନ୍ତି ଚାଲିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।     


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.