ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଆଜି ମହାପ୍ରଭୁଙ୍କ ବନକଲାଗି, ସନ୍ଧ୍ୟା ୬ରୁ ରାତି ୧୦ଟା ଦର୍ଶନ ମନା

ପୁରୀ, ୨୪/୦୭ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିଥାଏ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ । ସନ୍ଧ୍ୟା ୬ଟାରୁ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। 

ଦତ୍ତମହାପାତ୍ରମାନେ ଗର୍ଭ ଗୃହରେ ପ୍ରବେଶ କରି ଶ୍ରୀମୁଖ ସିଂହାର କରିବେ । ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଥାଏ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ଦର୍ଶନ ସ୍ୱାଭାବିକ ଚାଲିବ । ବୁଧବାର ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହେବ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.