ପ୍ରମୂଖ ଖବର
  • ଚାମ୍ପିଅନ୍ସ ଟ୍ରଫିକୁ ଆତଙ୍କୀ ହମଲା ଡର; ବିଦେଶୀ ଖେଳାଳିଙ୍କୁ ଅପହରଣ ଯୋଜନା କରୁଛି ISKP
  • ||
  • ଏଯାଏଁ ସରିନି ରତ୍ନଭଣ୍ଡାର ମରାମତି କାମ, ମାର୍ଚ୍ଚ ସୁଦ୍ଧା ସରିବନି ଗଣତି ମଣତି
  • ||
  • ରାଜଧାନୀକୁ ଜଗିବ ଏଆଇ କ୍ୟାମେରା, ପ୍ରବେଶ ଏବଂ ପ୍ରସ୍ଥାନ ପଥରେ ଲାଗିବ କ୍ୟାମେରା
  • ||
  • କଟକ : ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ଦିନ, କପି କଲାବେଳେ ଧରାପଡ଼ିଲେ ୮ ପରୀକ୍ଷାର୍ଥୀ
  • ||
  • ବଲାଙ୍ଗୀର : ବରଯାତ୍ରୀରେ ମର୍ଡର ପ୍ଲାନ୍‌: ମଉକା ଦେଖି କରିଥାନ୍ତେ ହତ୍ୟା, ଯୋଜନା ଭଣ୍ଡୁର କରିଦେଲା ପୋଲିସ
  • ||
  • କେନ୍ଦ୍ରାପଡ଼ା : ସ୍କୁଟିକୁ ପଛପଟୁ ପିଟିଲା ହାଇୱା, ମହିଳା ମୃତ
  • ||
  • ମାଓ ଯୋଜନା ପଣ୍ଡ, ଯବାନଙ୍କୁ ଟାର୍ଗେଟ୍ କରି ଖଞ୍ଜା ହୋଇଥିବା ବୋତଲ ବୋମା ଠାବ
  • ||
  • ନୀଳଗିରି : ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ଦନ୍ତା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ତୃତୀୟ ଥର ପାଇଁ ମା’ ହେଲା ବାଘୁଣୀ ଅଙ୍କିତା, ଗୋଟିଏ ଶାବକକୁ ଦେଲା ଜନ୍ମ
  • ||
  • ରାୟଗଡ଼ା : ନାଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଆଜି ଚାଷୀଙ୍କ ଖାତାକୁ ଯିବ ପିଏମ୍ କିଷାନ ଟଙ୍କା, ବିହାରରୁ ୧୯ ତମ କିସ୍ତି ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ପ୍ରଭୁ ଶ୍ରୀଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ, ସକାଳ ୧୧ରୁ ୧୨ଟା ମଧ୍ୟରେ ଆରମ୍ଭ ହେବ ସର୍ବସାଧାରଣ ଦର୍ଶନ
  • ||
  • କେନ୍ଦ୍ରାପଡ଼ା : ଜମିବାଡ଼ି ବିବାଦକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୭ ଗୁରୁତର
  • ||
  • ରାଜ୍ୟରେ ଟ୍ରଫ୍‌ଲାଇନ ପ୍ରଭାବ: ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା, ୩ ଜିଲ୍ଲାରେ ଘଡ଼ଘଡ଼ି ସହ ପବନ ନେଇ ୟେଲୋ ୱାର୍ଣ୍ଣିଂ
  • ||

BAN vs NZ: ଶୋଚନୀୟ ପରାଜୟ ବରଣ କଲା ବାଂଲାଦେଶ; ବିଜୟ ସହ ସେମିରେ ପହଞ୍ଚିଲା ନ୍ୟୁଜିଲାଣ୍ଡ

Published By : Bijay Swain | February 24, 2025 10:31 PM

Image courtesy: ndtv

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବାଂଲାଦେଶ ବିପକ୍ଷରେ ସହଜ ବିଜୟ   ହାସଲ କରିଛି। ରଚିନ ରବିନ୍ଦ୍ରଙ୍କ ଘାତକ ବ୍ୟାଟିଂ ବଳରେ ବିଜୟ ସହ ନ୍ୟୁଜିଲାଣ୍ଡ ସେମି ଫାଇନାଲ୍ ରେ ପ୍ରବେଶ କରିଥିବା ବେଳେ ପରାଜୟ ସହ ବାଂଲାଦେଶ ଚାମ୍ପିଅନ୍ସ ଟ୍ରଫିର ସେମି ଫାଇନାଲ୍ ଦୌଡ଼ରୁ ବାଦ୍ ପଡ଼ିଛି। ବାଂଲାଦେଶ ମ୍ୟାଚ୍ ହାରିବା କାରଣରୁ ପାକିସ୍ତାନ ମଧ୍ୟ ଟୁର୍ଣ୍ଣାମେଣ୍ଟରୁ ବିଦା ହୋଇଯାଇଛି। 

ଆଜିର ମ୍ୟାଚ୍ ର ଷ୍ଟାର କ୍ରିକେଟର ରଚିନ ରବୀନ୍ଦ୍ରଙ୍କ ୧୧୨ ରନର ଶତକୀୟ ଇନିଂସ ସହ ଆରମ୍ଭ କରିଥିବା ଦମଦାର ଇଂନିସ ଓ ଟମ୍ ଲାଥମଙ୍କ ୫୫ ରନ ବଳରେ ନ୍ୟୁଜିଲାଣ୍ଡ ୪୬.୧   ଓଭରରେ ୫ ଓ୍ଵିକେଟ୍ ହରାଇ ମ୍ୟାଚ୍ ଜିତି ନେଇଛି। ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ଅଧିନାୟକ ନଜମୁଲ ହୁସେନ ସାଣ୍ଟୋଙ୍କ ୭୭ ରନ ଓ ଜାକର ଅଲ୍ଲୀଙ୍କ ୪୫ ରନ ବଳରେ ୯ ଓ୍ଵିକେଟ୍ ହରାଇ ମୋଟ୍ ୨୩୬ ରନ କରିଥିଲା। ବୋଲିଂରେ ନ୍ୟୁଜିଲାଣ୍ଡର ମିଚେଲ୍ ବ୍ରେସଓ୍ଵେଲ ୪ ଓ୍ଵିକେଟ୍ ନେଇ ଦଳ ବିଜୟରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.