ପ୍ରମୂଖ ଖବର
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ବରଗଡ଼ ପୋଲିସ ଦ୍ୱାରା ବିପୁଳ ପରିମାଣର କଫ୍ ସିରଫ ଓ ନିଶା ଦ୍ରବ୍ୟ ଜବତ, ଅଭିଯୁକ୍ତ ଗିରଫ

ବରଗଡ,୬/୭: ପଥଭ୍ରଷ୍ଠ ହେଉଛନ୍ତି ଯୁବଗୋଷ୍ଠୀ। ନିଶା ଟିକକ ପାଇଁ ସହରରେ ବଢିବାରେ ଲାଗିଛି ଅପରାଧ।  ଶନିବାର ବରଗଡ ଟାଉନ ଥାନା ପୋଲିସ ସହରର ୱାର୍ଡ ନମ୍ବର ୧ ମାଲପଡ଼ାର ଏକ ଘରେ ଚଢ଼ାଉ କରିଛି। ସେଠାରୁ ଵିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ୍ କରାଯାଇଛି । ୫୦୦ କଫ୍‌ସିରଫ,  ୧୨୦୦ ନିଶା ଇଞ୍ଜେକ୍ସନ, ୨୦୦ ଷ୍ଟିପ ନିଶା ବଟିକା ସହ କିଛି ନଗଦ ଟଙ୍କା ମଧ୍ୟ ଜବତ କରିଛି ପୋଲିସ। ସମ୍ପୃକ୍ତ ବ୍ୟକ୍ତି ବୁଲୁ ସାହୁକୁ ଗିରଫ କରି ତଦନ୍ତ ଜାରି ରଖିଛି ପୋଲିସ।

ନିଶାର ଆଢୁଆଳରେ ବରଗଡ ସହର । ଏପରି ସ୍ଥିତିରେ ବରଗଡ଼ ପୁଲିସ ପ୍ରଶାସନ ଏହା ଉପରେ ଅଙ୍କୁଶ ଲଗାଇବା ସହ ଚଢ଼ାଉ ଜାରି ରଖିଛନ୍ତି । ଶନିବାର ଟାଉନ ଥାନା ପୋଲିସ ସହରର ୱାର୍ଡ ନମ୍ବର ୧ ମାଲପଡ଼ାର ଏକ ଘରେ ଚଢ଼ାଉ କରି ଵିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ କରିଛି । ଏହି ଘରୁ ମାଜିଷ୍ଟେଟଙ୍କ ଉପସ୍ଥିତିରେ ୫୦୦ କଫସିରଫ, ୧୨୦୦ ନିଶା ଇଞ୍ଜେକ୍ସନ , ୨୦୦ ଷ୍ଟିପ ନିଶା ବଟିକା ସହ କିଛି ନଗଦ ଟଙ୍କା ଜବତ କରିଛନ୍ତି । ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତି ବୁଲୁ ସାହୁକୁ ଗିରଫ କରି ବରଗଡ଼ ଟାଉନ ପୋଲିସ ଅଧିକ ତଦନ୍ତ ଜାରି ରଖିଛି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.