ପ୍ରମୂଖ ଖବର
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକାଙ୍କ ମୃତ୍ୟୁ, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

Published By : Harapriya Sethi | August 11, 2025 1:23 PM

ବରଗଡ଼,୧୧/୦୮: ବରଗଡ଼ରେ ଅର୍ଦ୍ଧଦଗ୍ଧ ନାବାଳିକାଙ୍କ ମୃତ୍ୟୁ । ବୁର୍ଲ୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ନାବାଳିକାଙ୍କ ଜୀବନ । ସୋମବାର ସକାଳେ ନାବାଳିକା ଜଣକ ଆତ୍ମାହୁତି ଉଦ୍ୟମ କରିଥିବା ବେଳେ ତାଙ୍କୁ ଉଦ୍ଧାର କରି ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ବୁର୍ଲ୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି । 

କହିରଖୁ କି, ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଫିରିଙ୍ଗିମାଲରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଥିଲା । ଜଣେ ୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ବର୍ତ୍ତମାନ ସୁଦ୍ଧା ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.