ପ୍ରମୂଖ ଖବର
  • ୧୪ ଜିଲ୍ଲାରେ ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ଛୁଟି ଘୋଷଣା
  • ||
  • ଶ୍ରୀମନ୍ଦିରକୁ ଓମଫେଡ଼ ଘିଅ ଯୋଗାଣ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ,ଆଇନ ମନ୍ତ୍ରୀପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚାଲିଛି ଆଲୋଚନା
  • ||
  • ବୈତରଣୀ ମୁହାଣରେ ଅଘଟଣ: ବୁଡିଗଲା ମାଛଧରା ବୋଟ୍‌, ୬ ଜଣ ଉଦ୍ଧାର
  • ||
  • ବାତ୍ୟାର ମୁକାବିଲା ପାଇଁ କମିଶନରେଟ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ,ଟୁଇଟ୍ ସିଟି କମିଶନରେଟ ପୋଲିସ କହିଲେ ବାତ୍ୟା ସମୟରେ ଲୋକଙ୍କୁ ସମ୍ପୂର୍ଣ୍ଣ ସାହାଯ୍ୟ କରାଯିବ
  • ||
  • କେନ୍ଦ୍ରାପଡ଼ା: ସନ୍ଧ୍ୟା ସୁଦ୍ଧା ବାଉଁଶ ଓ ଲାଇଟ୍ ଗେଟ୍ ଖୋଲ, ନିର୍ଦ୍ଦେଶ ଦେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ
  • ||
  • ବାତ୍ୟା ମୁକାବିଲା ପାଇଁ ଓଡ୍ରାଫ୍‌ ଟିମ୍‌କୁ ସଜାଗ: ମୁକାବିଲା ପାଇଁ ୬୦ ଓଡ୍ରାଫ୍‌ ଟିମ୍‌,ଭୁବନେଶ୍ୱର, କଟକରେ ରିଜର୍ଭ ରହିବ ୧୦ ଟିମ୍‌
  • ||
  • ସମ୍ଭାବ୍ୟ ବାତ୍ୟାକୁ ନେଇ ବାସୁଦେବପୁର ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା, କୂଳରେ ଡଙ୍ଗା ବାନ୍ଧିଲେଣି ମତ୍ସ୍ୟଜୀବୀ
  • ||
  • ୩ରୁ ଓଜେଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା, ୬୮୦ ଜଣ ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍‌
  • ||
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ବାତ୍ୟା ମୁକାବିଲା ପାଇଁ ବାସୁଦେବପୁର ପ୍ରଶାସନର ପ୍ରସ୍ତୁତି ଜୋରଦାର

ବାସୁଦେବପୁର, ୨୨।୧୦ : ସମ୍ଭାବ୍ୟ ବାତ୍ୟା ଦାନାକୁ ନେଇ ବାସୁଦେବପୁର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ବାସୁଦେବପୁର ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଥିବା ଗାଁ ଗୁଡିକରେ ପ୍ରଶାସନ ପକ୍ଷରୁ ଡକାଵାଜି ଯନ୍ତ୍ର ସାହାଯ୍ୟରେ ସଚେତନତା କରାଯାଇଛି।

ଏଥିସହିତ ବାସୁଦେବପୁର ମ୍ୟୁନିସିପାଲଟିରେ ଥିବା ରାଧାକାନ୍ତପୁର ଆଡିଆ ରେ ବାତ୍ୟା ଆଶ୍ରୟ ସ୍ଥଳୀ ରେ ଥିବା ସାମଗ୍ରୀ ଠିକ ଠାକ ଅଛିକି ନାହିଁ ତଦାରଖ କରାଯାଇଛି। କେତେକ ଆଶ୍ରୟସ୍ଥଳୀରେ ଡିଜି ମେସିନ ଖରାପ ହୋଇଥିବା ବେଳେ କେତେକ ମେସିନ ଖରାପ ହୋଇ ପଡି ରହିଛି। ଚୂଡ଼ାମଣି ସାମୁଦ୍ରିକ ଥାନାର ପୋଲିସ ସମସ୍ତ ଆଶ୍ରୟ ସ୍ଥଳୀ ଠିକ ଅଛିକି ନାହିଁ ବୁଲି ଦେଖିଥିଲେ। ଏଥିସହିତ ବିଡ଼ିଓ ସଂଜୀବ କୁମାର ବ୍ଲକର ଥିବା ୪୯ଟି ଆଶ୍ରୟ ସ୍ଥଳୀ ବୁଲି ଦେଖିଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.