ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଡିସେମ୍ବର ୪ ରେ ପୁରୀ ସମୁଦ୍ରରେ ସ୍ନାନ ମନା, ନୌସେନା ଦିବସ ଉତ୍ସବ ପାଳନ ପାଇଁ କଟକଣା

Published By : Suraj Kumar | November 30, 2024 4:24 PM

ପୁରୀ, ୩୦।୧୧ : ନୌସେନା ଦିବସ ଉତ୍ସବ ପାଳନ ପାଇଁ  ଡିସେମ୍ବର ୪ ରେ ସମୁଦ୍ର ସ୍ନାନ ଉପରେ କଟକଣା ଲଗାଯାଇଛି। କୌଣସି ପର୍ଯ୍ୟଟକ ସମୁଦ୍ରରେ ସ୍ନାନ କରିପାରିବେ ନାହିଁ। ଏନେଇ ପର୍ଯ୍ୟାପ୍ତ ଲାଇଫ ଗାର୍ଡ ଓ ପୋଲିସ ସମୁଦ୍ର ଉପରେ ତୀକ୍ଷ୍ଣ ନଜର ରଖିବେ ବୋଲି ଏସପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି।

ନୌସେନା ଦିବସ ପାଇଁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବ୍ଲାଙ୍କେଟ ସିକ୍ୟୁରିଟି ମଧ୍ୟରେ ରହିବ ସମ୍ପୂର୍ଣ୍ଣ ଶ୍ରୀକ୍ଷେତ୍ର। ସୁରକ୍ଷା ଦାୟିତ୍ବରେ ବରିଷ୍ଠ ପୋଲିସ ଅଧିକାରୀମାନେ ମୁତୟନ ରହିବେ ବୋଲି ଏସପି କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.