ପ୍ରମୂଖ ଖବର
  • ଭଦ୍ରକ : ଭଦ୍ରକ ସହରର ଏଲେଖା ନିକଟ ଏକ ଘରୁ ମିଳିଲା ବ୍ରାଉନସୁଗାର ସହ ପୁଳା ପୁଳା ଟଙ୍କା
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଖଣ୍ଡଗିରି ସବରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣୀ
  • ||
  • ବେତନଟୀ : ଟ୍ରକ୍‌ ଧକ୍କାରେ ବୁଲେଟ୍‌ ଚାଳକଙ୍କ ମୃତ୍ୟୁ, ଜଣେ ଆହତ
  • ||
  • ଭଦ୍ରକ : ଶିଶୁ ମହୋତ୍ସବ ମହକ୍‌ ଉଦ୍‌ଘାଟିତ, ଅଂଶ ଗ୍ରହଣ କଲେ ୪୨୨ ଛାତ୍ରଛାତ୍ରୀ
  • ||
  • ମୁନିଗୁଡ଼ା : ଦୋକାନ ଖୋଲିବା ବେଳେ ଲୁଟ୍‌, ସୁନା ବ୍ୟାଗ୍‌ ଧରି ଚମ୍ପଟ ମାରିଲେ ଦୁର୍ବୃତ୍ତ
  • ||
  • ଆଠଗଡ : ୧୪ ଲିଟର ଦେଶୀ ମଦ ଜବତ, ମହିଳା ଗିରଫ
  • ||
  • କନ୍ଧମାଳ : ମୋବାଇଲ ଟାୱାର ପାଇଁ ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ, ଟାୟାର ଜାଳି ରାସ୍ତାରୋକ
  • ||
  • ରିଆମାଳ : ସନ୍ଦେହ ଜନକ ଭାବେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
  • ||
  • ତେଲକୋଇରେ କଙ୍ଗାରୁ କୋର୍ଟ, ଦୁଇ ଧାନ ଚୋରଙ୍କ ମୁହଁରେ କାଳି ବୋଳି ଶାସ୍ତି ଦେଲେ ଲୋକେ
  • ||
  • ଚିତ୍ରକୋଣ୍ଡା : ମାଓବାଦୀଙ୍କ ନାଁରେ ଆଦାୟ କରୁଥିଲେ ବଟି, ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • କନ୍ଧମାଳରେ ଅପରେସନ୍‌ ନୀଳ ଜହର, ୧୩୦ ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ
  • ||
  • ସାଲେପୁର : ଅଜଣା ଗାଡି ଧକ୍କାରେ ୩ ଆହତ
  • ||
  • ଆଠମଲ୍ଲିକ : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • ରାଜ୍ୟରେ ଲୁଚକାଳି ଖେଳୁଛି ଶୀତ: ଆଜି ୧୧ ଜିଲ୍ଲାରେ ବର୍ଷା ସମ୍ଭାବନା, ବୁଧବାରଠାରୁ ୪ ଡିଗ୍ରୀ କମିବ ତାପମାତ୍ରା
  • ||

ଡିସେମ୍ବର ୪ ରେ ପୁରୀ ସମୁଦ୍ରରେ ସ୍ନାନ ମନା, ନୌସେନା ଦିବସ ଉତ୍ସବ ପାଳନ ପାଇଁ କଟକଣା

ପୁରୀ, ୩୦।୧୧ : ନୌସେନା ଦିବସ ଉତ୍ସବ ପାଳନ ପାଇଁ  ଡିସେମ୍ବର ୪ ରେ ସମୁଦ୍ର ସ୍ନାନ ଉପରେ କଟକଣା ଲଗାଯାଇଛି। କୌଣସି ପର୍ଯ୍ୟଟକ ସମୁଦ୍ରରେ ସ୍ନାନ କରିପାରିବେ ନାହିଁ। ଏନେଇ ପର୍ଯ୍ୟାପ୍ତ ଲାଇଫ ଗାର୍ଡ ଓ ପୋଲିସ ସମୁଦ୍ର ଉପରେ ତୀକ୍ଷ୍ଣ ନଜର ରଖିବେ ବୋଲି ଏସପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି।

ନୌସେନା ଦିବସ ପାଇଁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବ୍ଲାଙ୍କେଟ ସିକ୍ୟୁରିଟି ମଧ୍ୟରେ ରହିବ ସମ୍ପୂର୍ଣ୍ଣ ଶ୍ରୀକ୍ଷେତ୍ର। ସୁରକ୍ଷା ଦାୟିତ୍ବରେ ବରିଷ୍ଠ ପୋଲିସ ଅଧିକାରୀମାନେ ମୁତୟନ ରହିବେ ବୋଲି ଏସପି କହିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.