ପ୍ରମୂଖ ଖବର
  • ଜଳେଶ୍ବର : ଘର ପାଖରେ ଖେଳୁଥିବା ବେଳେ ପାଣିରେ ବୁଡି ଦୁଇ ଭଉଣୀ ମୃତ
  • ||
  • ଭୁବନେଶ୍ୱର : ସିଲିଣ୍ଡର ତିଆରି କମ୍ପାନୀରେ ଅଗ୍ନିକାଣ୍ଡ, ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ତାରିଣୀ ମନ୍ଦିର ବିକାଶ ପାଇଁ ୨୧୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଡିପିଆର୍ ପ୍ରସ୍ତୁତ
  • ||
  • ଗଜପତି : ଠାକୁର ଦର୍ଶନ ବେଳେ ମହୁମାଛି ଆକ୍ରମଣ, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ, ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠ ପଢା
  • ||
  • ସୁନ୍ଦରଗଡ଼ : ମା' ହତ୍ୟାର ପ୍ରତିଶୋଧ, ଜେଲ୍‌ ଫେରନ୍ତା ବାପାକୁ ହତ୍ୟା କଲା ପୁଅ
  • ||
  • ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • କୋରାପୁଟ : ବେପାରୀଙ୍କ ଗାଡ଼ିରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ଲୁଗାପଟା ପୋଡ଼ି ପାଉଁଶ
  • ||
  • IPL 2025: ସୁପରକିଙ୍ଗ୍‌ସକୁ ଭେଟିବ ସୁପରଜାଏଣ୍ଟ୍‌ସ, ପରାଜୟରେ ବ୍ରେକ ଲାଗି ସବୁ ଶକ୍ତି ଖଟାଇବ ଧୋନୀ ସେନା
  • ||
  • ପିଏନ୍‌ବି ଘୋଟାଲ; ବେଲଜିୟମରୁ ବନ୍ଧା ହେଲା ପଳାତକ ମେହୁଲ ଚୋକସି
  • ||
  • ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଘଟଗାଁ ବାସିନୀ ମା' ତାରିଣୀଙ୍କୁ କରିବେ ଦର୍ଶନ
  • ||
  • ଆସନ୍ତା ୬ ଦିନ ଯାଏ କାଳବୈଶାଖୀ ଆଶଙ୍କା, ଆଜି ୭ ଜିଲ୍ଲାରେ ଝଡ଼ ବର୍ଷା ନେଇ ଆଲର୍ଟ ଜାରି
  • ||

ନୂଆଗାଁ କାଜୁ ବାଡ଼ିରେ ଭାଲୁ ଆକ୍ରମଣ, ଜଣେ ଗୁରୁତର

Published By : prameya | April 10, 2025 1:22 PM

ଅଳତୀ ,୧୦/୦୪: ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ନୂଆଗାଁ କାଜୁ ବାଦାମ ବାଡ଼ିରେ ଭାଲୁ ଆକ୍ରମଣ । ଫଳରେ ଜଣେ ଗୁରୁତର ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି ।  ସମସ୍ତ ଆହତଙ୍କୁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ଚିକିତ୍ସା ଜାରି ରହିଛି।

ଏହା ମଧ୍ୟ ପଢନ୍ତୁ- ପିକଅପ୍ ଭ୍ୟାନ୍‌ ଧକ୍କାରେ ମହିଳାଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତାରୋକ

ସୂଚନା ଅନୁସାରେ, ଆଜି ଦିନ ୧୦ ଟା  ସମୟରେ ବାଦାମ ବାଡ଼ି ଜଗାରଖା କରୁଥିବା ନୂଆଗାଁ ଗ୍ରାମର ବନମାଳୀ ମହାନ୍ତି , ନିରଞ୍ଜନ ମହାନ୍ତିଙ୍କୁ ଏହି ଭାଲୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲା । ଏନେଇ ଜଙ୍ଗଲରେ ଉପସ୍ଥିତ ଥିବା ସାଇଁକୂଳ ଗ୍ରାମର ଜଳଧର ପ୍ରଧାନ ଉଦ୍ଧାର କରିବାକୁ ଯାଇ  ଭାଲୁ ଆକ୍ରମଣର ଶିକାର ହୋଇଥିଲେ ।ସେପଟେ ଘଟଣାର ଖବର ପାଇ ରାମଚନ୍ଦ୍ରପୁର ବନ ବିଭାଗ ବନପାଳ କେଦାର ପାତ୍ର ଓ କର୍ମଚାରୀମାନେ ଭାଲୁକୁ କାବୁ କରି ନେଇଥିବା ଜଣାଯାଇଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.