ବୋରିଗୁମ୍ମା ୨୩/୦୫: ବୋରିଗୁମ୍ମା ଚମ୍ପିଆ ଶିବ ମନ୍ଦିରରେ ଭାଲୁ ବଜାଉଛି ଘଣ୍ଟି। ଗତରାତିରେ ଦୁଇଟି ଭାଲୁ ଖାଦ୍ୟ ଅନ୍ୱେଷଣରେ ପଶିଥିଲେ। ଭାଲୁଟି ଦୁଇ ଗୋଡ଼ରେ ଛିଡ଼ା ହୋଇ ପ୍ରବେଶ ଦ୍ୱାରରେ ଘଣ୍ଟି ବଜାଇଥିଲେ। ସ୍ଥାନୀୟ କିଛି ଯୁବକ ଘଣ୍ଟି ଶବ୍ଦ ଶୁଣି ମନ୍ଦିରକୁ ଯାଇ ଦେଖିଲେ ସଙ୍ଗେ ସଙ୍ଗେ ଭିଡିଓ ଉତ୍ତୋଳନ କରିଥିଲେ। ପ୍ରତ୍ୟେକ ଦିନ ଦୁଇଟି ଭାଲୁ ଗାଁ ମଧ୍ୟରେ ବୁଲୁ ଥିବା ନଜରକୁ ଆସିଛି।ଏହି ଭିଡିଓ ଏବେ ମୋବାଇଲରୁ ମୋବାଇଲ ଘୂରି ବୁଲୁଛି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।
![Jaganmohan Reddy](https://odia.prameya.com/prameya/document/compress/2/comp_2_153_1718451532910.webp)
ଶାସନକୁ ଫେରୁ ଫେରୁ ପ୍ରତିଶୋଧ ନେଲେ ଚନ୍ଦ୍ରବାବୁ ! ଆ...