ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ଅଡୁଆରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ହାଇକୋର୍ଟର ଦ୍ୱାରସ୍ଥ ହେଲେ ରାଜ୍ୟାପାଳ

ନୂଆଦିଲ୍ଲୀ,୨୯/୬:  କୋଲକାତା ହାଇକୋର୍ଟର ଦ୍ବାରସ୍ଥ ହେଲେ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ । ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରିଛନ୍ତି। ଯେଉଁଥିରେ ମମତା କହିଥିଲେ, ରାଜ ଭବନରେ ଘଟିଥିବା ଘଟଣା ଯୋଗୁଁ ମହିଳାମାନେ ସେଠାକୁ ଯିବାକୁ ଭୟ କରୁଛନ୍ତି ବୋଲି ତାଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହି ବୟାନକୁ ବିରୋଧ କରି ଏବେ ରାଜ୍ୟପାଳ ତାଙ୍କ ବିରୋଧରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି।

ପଶ୍ଚିମବଙ୍ଗ ରାଜ୍ୟପାଳ ଏହା ପୂର୍ବରୁ ମମତା ବାନାର୍ଜୀଙ୍କ ଏହ ବିବାଦୀୟ ବୟାନକୁ ନେଇ ସମାଲୋଚନା କରିଥିଲେ। କହିଥିଲେ ଯେ ଜନ ପ୍ରତିନିଧୀମାନେ ମିଥ୍ୟା ଏବଂ ବଦନାମ ଭାବନା ସୃଷ୍ଟି କରିବେ ନାହିଁ ବୋଲି ଆଶା କରାଯାଉଛି। ସେହିପରି ରାଜ୍ୟପାଳ କିଛି ଟିଏମସି ନେତାଙ୍କ ବିରୋଧରେ ମଧ୍ୟ ମାନହାନୀ ମକଦ୍ଦମା ରୁଜୁ କରିଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.