ପ୍ରମୂଖ ଖବର
  • ଗଞ୍ଜାମ : ନିମପଦର ଗାଁରେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ, ପୂର୍ବ ଶତ୍ରୁତାରୁ ହୋଇଥିବା ସନ୍ଦେହ
  • ||
  • ଯାଜପୁର : ମୀନାବଜାର ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା, ଟ୍ରକ୍‌ ଧକ୍କାରେ ମହିଳାଙ୍କ ମୃତ୍ୟୁ
  • ||
  • ଖଲ୍ଲିକୋଟ : ମାଳଦ୍ୱୀପରେ ଫସି ରହିଛନ୍ତି ଓଡିଆ ଶ୍ରମିକ, ଉଦ୍ଧାର ପାଇଁ ଭିଡିଓ କରି ସରକାରଙ୍କୁ ଅନୁରୋଧ
  • ||
  • ବଲାଙ୍ଗୀର : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: କୋର୍ଟରେ ହାଜର ହେଲେ ଅରୁଣ ବୋଥ୍ରା
  • ||
  • କାମାକ୍ଷାନଗର : ଟ୍ରେନ୍‌ ଲାଇନରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଦୁଇ ମହଲା ଛାତ ଉପର ଚଢି ଲୁଟ୍‌ ଉଦ୍ୟମ, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୋଗରାଇ : ଚଢାଉ ବେଳେ ଅବକାରୀ ଟିମ୍‌ ହଟହଟା, ମହିଳାଙ୍କୁ ଗିରଫ କରି ନେବା ବେଳେ ଗାଡି ଅଟକାଇଲେ ପରିବାର ଲୋକେ
  • ||
  • ଆଜି ଦେଶର ୪୫ଟି ସ୍ଥାନରେ ରୋଜଗାର ମେଳା, ୭୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ମୋଦି
  • ||
  • ଖଲ୍ଲିକୋଟ : କାଳୀ ମନ୍ଦିରର ହୁଣ୍ଡି ଭାଙ୍ଗି ଚୋରି, ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଲମତାପୁଟ : ଲଗାଣ ବର୍ଷା ପରେ ଫେରିଲା ଶୀତ, ଚାଷ କାମରେ ବାଧକ ସାଜୁଛି ପାଗ ପରିବର୍ତ୍ତନ
  • ||
  • ଆଠମଲ୍ଲିକ : ଘାଟିରେ ଓଲଟିଲା ମିନିଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ହେଲ୍ପର ଏବଂ ଡ୍ରାଇଭର
  • ||
  • ବ୍ରାଜିଲରେ ବିମାନ ଦୁର୍ଘଟଣା: ୧୦ ମୃତ, ୧୫ ଗୁରୁତର
  • ||
  • ମଙ୍ଗଳବାରଠୁ ପୁଣି ବର୍ଷା,୨୫ରେ ୫ ଜିଲ୍ଲାରେ ଭାରୀ ବର୍ଷା ସମ୍ଭାବନା: ନୂଆବର୍ଷରୁ ଶୀତ ବଢ଼ିବ
  • ||
  • ଭୁବନେଶ୍ୱର : ଯୁବକଙ୍କୁ ଆକ୍ରମଣ କଲେ ୪ ଦୁର୍ବୃତ୍ତ, ବାନ୍ଧବୀଙ୍କୁ କରିନେଲେ ଅପହରଣ
  • ||

ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ଦର୍ଶନ କରି ଫେରୁଥିଲେ, ହୃଦଘାତରେ ଚାଲିଗଲା ବଙ୍ଗୀୟ ପର୍ଯ୍ୟଟକଙ୍କ ଜୀବନ

Published By : Prameya | December 21, 2024 8:23 PM

ନିଳଗିରି,୨୧/୧୨:ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଂଚଲିଙ୍ଗେଶ୍ୱର ଦର୍ଶନ କରି ଫେରିବା ବେଳେ ଜଣେ ବଙ୍ଗୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି।  ମୃତ ପର୍ଯ୍ୟଟକ ଜଣକ ହେଲେ ଛାୟା ରଣା ।

ଶନିବାର ସନ୍ଧ୍ୟାରେ ପଶ୍ଚିମବଙ୍ଗ ରୁ ଏକ ପର୍ଯ୍ୟଟକ ଦଳ ପଞ୍ଚଲିଙ୍ଗେଶ୍ଵର ଦର୍ଶନ କରି ଘରକୁ ବସରେ ଫେରୁଥିଲେ। ପଶ୍ଚିମବଙ୍ଗ ମେଦିନାପୁର ଜିଲ୍ଲା କୋତାଲି ଥାନା ଅନ୍ତର୍ଗତ ଖଡଗପୁର ଗ୍ରାମର ଛାୟା ରଣା (୬୨) ହଠାତ୍ ଅସୁସ୍ଥ ଅନୁଭବ କରି ଅଚେତ ହୋଇ ପଡ଼ିଥିଲେ। ବସରେ ଥିବା ପରିବାର ଲୋକେ ସଙ୍ଗେ ସଙ୍ଗେ ଏକ ଅଟୋରେ ନିଳଗିରି ମେଡିକାଲ ଆଣିଥିଲେ।ଡାକ୍ତର ମହିଳାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ନିଳଗିରି ପୋଲିସ ମେଡିକାଲରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.