ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଆରଏମ୍‌ସି ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୩ ଗୋଦାମ୍, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ଟିମ୍

Published By : Prameya | March 4, 2025 11:05 AM

ଭୁବନେଶ୍ୱର ୦୪/୦୩:  ଭୟାବହ ଅଗ୍ନିକାଣ୍ଡ। ବିସ୍କୁଟ, ପ୍ଲାଷ୍ଟିକ ଓ ଜାର ଗୋଦାମରେ ଭୟଙ୍କର ନିଆଁ । ହୁତୁହୁତୁ ହୋଇ ଜଳିଲା ଦୁଇଟି ଗୋଦାମ। କଳା ଧୂଆଁମୟ ହୋଇଗଲା ଅଞ୍ଚଳ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ତିନୋଟି ଦମକଳ ଗାଡ଼ି ନିୟୋଜିତ ହୋଇଥିବା ବେଳେ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି।ଏଭଳି ଅଭାବନୀୟ ଘଟଣା ଭଦ୍ରକ ବାଇପାସ୍ ସ୍ଥିତ ଆରଏମ୍‌ସି  ମାର୍କେଟରେ ଘଟିଛି। 

ସୂଚନା ଅନୁଯାଇ, ଆଜି ଭଦ୍ରକ ଜିଲ୍ଲା ବାଇପାସ ସ୍ଥିତ ଆରଏମ୍‌ସି ମାର୍କେଟରେ ହଠାତ୍ ନିଆଁ ଲାଗିଥିଲା । ଦେଖୁ ଦେଖୁ ମାର୍କେଟ୍‌ରେ ଥିବା ୩ଟି ଗୋଦାମରେ ନିଆଁ ବ୍ୟାପିଯାଇଥିଲା । ଯେଉଁଥିରେ ଏକ ବିସ୍କୁଟ, କୁର୍‌କୁରେ, ପ୍ଲାଷ୍ଟିକ ଗୋଦାମ୍ ରହିଛି । ତେବେ ନିଆଁ ଲାଗିଥିବା ଖବର ତୁରନ୍ତ ଅଗ୍ନିଶମ ବାହିନୀକୁ ଦିଆଯାଇଥିଲା । ଅଗ୍ନିଶମ ବାହିନୀର ତିନୋଟି ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଦୀର୍ଘ ସମୟର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି ଅଗ୍ନିଶମ ବାହିନୀ । ବର୍ତ୍ତମାନ ସୁଦ୍ଧା କେତେ ପରିମାଣର କ୍ଷୟକ୍ଷତି ହୋଇଛି ଜଣାପଡିନାହିଁ। ତଦନ୍ତ ପରେ ତଥ୍ୟ ସାମ୍ନାକୁ ଆସିବ ବୋଲି ଅଗ୍ନିଶମକର୍ମୀ କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.