ପ୍ରମୂଖ ଖବର
  • ୫୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ୨ କୃଷି ଅଧିକାରୀ, ଏକକାଳୀନ ୫ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • ଭୋଗରାଇରେ ପାଗଳା କୁକୁର ଆତଙ୍କ,ଗୋଡ଼ାଇ ଗୋଡ଼ାଇ ୬ ଜଣକୁ କାମୁଡ଼ିଲା
  • ||
  • ବଡ଼ମ୍ବା ପୋଲିସକୁ ସଫଳତା, ବିଭିନ୍ନ ସ୍ଥାନରୁ ଚୋରି ଘଟଣାରେ ୫ ଅଭିଯୁକ୍ତ ଗିରଫ
  • ||
  • ଦାରିଙ୍ଗବାଡ଼ି : ପାଇପ୍‌ ଫାଟି ଡ୍ରେନ୍‌ରେ ଭାସୁଛି ପାଣି, ଜଳ ଯୋଗାଣ ବିଭାଗ ନୀରବ
  • ||
  • ବଲାଙ୍ଗୀର : ବଲା ବାଇକ୍‌ ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କାଲି ରାମଲାଲାଙ୍କୁ କରିବେ ଦର୍ଶନ
  • ||
  • ଢେଙ୍କାନାଳରେ ଫାର୍ମ ହାଉସ୍‌ ମାଲିକଙ୍କୁ ଗୁଳି କରି ହତ୍ୟା କଲେ ତିନି ଦୁର୍ବୃତ୍ତ ,କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ
  • ||
  • ଚାମ୍ପିଅନ୍ସ ଟ୍ରଫିରେ ବିଗ୍ ଫାଇଟ୍, ସୁପର ସନଣ୍ଡେରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମୁକାବିଲା
  • ||
  • ରାଜ୍ୟରେ ଆଉ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ଭକ୍ତ ଦାସଙ୍କ ହାତର ସଫଳ ଅସ୍ତ୍ରୋପଚାର

Published By : Prameya | February 23, 2025 8:09 PM

ଭୁବନେଶ୍ଵର, ୨୩।୨ - ପୁରୀ  ସଂକଳ୍ପ ପଦଯାତ୍ରା ସମୟରେ ଉତ୍ସାହୀ କର୍ମୀଙ୍କ ଭିଡ଼ରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ହାତରେ ଆଘାତ ଲାଗିଥିଲା।  ତାଙ୍କ ହାତର ସଫଳ ଅସ୍ତ୍ରୋପଚାର ହୋଇଛି।  ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ହାତର  ଅସ୍ତ୍ରୋପଚାର କରାଯାଇଛି।

ଭକ୍ତ ଦାସ ପିସିସି ସଭାପତି ହେବା ପରେ ପ୍ରଥମେ ସଂକଳ୍ପ ପଦଯାତ୍ରା ଆରମ୍ଭ କରିଥିଲେ। ଆସନ୍ତା ୧୮ ତାରିଖରେ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ କଂଗ୍ରେସର  ସଂକଳ୍ପ ପଦଯାତ୍ରା  ଆୟୋଜିତ ହୋଇଥିଲା। ଏହା ୩ ଦିନ ଧରି ଅନୁଷ୍ଠିତ ହୋଇଥିଲା। ପଦଯାତ୍ରା ସମୟରେ କର୍ମୀଙ୍କ ଭିଡରେ ଭକ୍ତ ଦାସ ଆହତ ହୋଇଥିଲେ। ତାଙ୍କ ହାତରେ ଆଘାତ ଲାଗିଥିଲା। ସେ ତୁରନ୍ତ ପ୍ରାଥମିକ ଚିକିତ୍ସା କରି ସଂକଳ୍ପ ପଦଯାତ୍ରାରେ  ଯାଇଥିଲେ। ପଦଯାତ୍ରା ଶେଷ ହେବା ପରେ ସେ ହାତର ଅସ୍ତ୍ରୋପଚାର କରିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.